Posted inରାଜ୍ୟ

ମୂଲ୍ୟବାନ କାଠପଟା ଜବତ

ଓଡଗାଁ, ୨୫।୭(ସ୍ବ.ପ୍ର): ଓଡଗାଁ ବନାଞ୍ଚଳ ଅଧିନସ୍ଥ ମଗରବନ୍ଧ ଗଁାରେ ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ବନବିଭାଗ ଚଢ଼ାଉ କରିଛି। ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଉକ୍ତ ଗଁାର ତ୍ରିନାଥ ନାୟକଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣର ମୂଲ୍ୟବାନ କାଠ ଓ ପଟା ଜବତ କରାଯାଇଛି। ଏହି କାଠର ଆନୁମାନିକ ମୂଲ୍ୟ ପ୍ରାୟ ୬୦ ରୁ ୭୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ତେବେ ଜବତ କାଠର ମାପଚୁପ ଚାଲିଥିବା ବେଳେ ଏନେଇ ବନ ବିଭାଗ ପକ୍ଷରୁ ତ୍ରିନାଥଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋକସରା,୨୧।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ...

ପୁଣି ଚର୍ଚ୍ଚାରେ ମଙ୍ଗୁ ମଠ

ପୁରୀ ଅଫିସ,୨।୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ମଧ୍ୟରେ ଥିବା ମଙ୍ଗୁମଠ ଉଚ୍ଛେଦକୁ ନେଇ ଆରମ୍ଭରୁ ବହୁ ବିବାଦ ଉପୁଜିଥିଲା। ମଠର ବ୍ୟବସାୟିକ କୋଠା ଉଚ୍ଛେଦ ପରେ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...

‘ଚାଷ ନ ହୋଇ ଏମ୍‌ଏସ୍‌ପି ନେବାକୁ ହୋଇଛି ମସୁଧା’

ଭୁବନେଶ୍ବର,୨୧।୧୨(ବ୍ୟୁରୋ): ଓଡ଼ିଶାରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା ଓ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ହସ୍ତକ୍ଷେପ କରିବାକୁ ମଙ୍ଗଳବାର...

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବାରାଣସୀ ଯାଇଥିବା ତୀର୍ଥଯାତ୍ରୀ ବସ୍‌ ଫେରିବା ବାଟରେ ଝାଡ଼ଖଣ୍ଡର ହଜାରିବାଗଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଉକ୍ତ ବସ୍‌ରେ ୫୫ ଜଣ ଯାତ୍ରୀ ଥିଲେ। ସେମାନଙ୍କ...

ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅ ମୃତ, ବାପା ଗୁରୁତର

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାଜଧାନୀରେ ପୁଣି ଫୁଟିଛି ଗୁଳି। ଗଡ଼ିଛି ଆଉ ଏକ ମୁଣ୍ଡ। ବ୍ରାଉନ ସୁଗାର ବେପାରକୁ ବିରୋଧ କରିବାରୁ ବାପା ଓ ପୁଅଙ୍କୁ ଗୁଳିମାଡ଼ ହୋଇଛି। ନିଶା...

ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା...

Advertisement
Archives

Model This Week