ମୂଳ ଭାରତୀୟ ଦମ୍ପତି ତିଆରି କଲେ ଶସ୍ତା ଭେଣ୍ଟିଲେଟର: ଦାମ ସାଢ଼େ ୭ ହଜାର

ଓ୍ବାଶିଂଟନ,୨୬।୫: ପୃଥିବୀରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପାଲଟି ଥିବା ଭେଣ୍ଟିଲେଟର ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। କମ୍‌ ସଂଖ୍ୟକ ଭେଣ୍ଟିଲେଟର ଥିବାରୁ ବହୁ ବିକଶିତ ଦେଶରେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଭେଣ୍ଟିଲେଟର ଦାମ୍‌ ଅଧିକ ରହୁଥିବାରୁ ଏହାକୁ ଅଧିକ ସଂଖ୍ୟକ କିଣିବା ସମ୍ଭବ ହୋଇ ପାରୁନାହିଁ। ଏପରିସ୍ଥଳେ ମୂଳ ଭାରତୀୟ ଦମ୍ପତି ଦେବେଶ ରଞ୍ଜନ ଏବଂ କୁମୁଦା ରଞ୍ଜନ ଏକ ଶସ୍ତା ଭେଣ୍ଟିଲେଟର ତିଆରି କରିଛନ୍ତି। ଏହାର ଦାମ ସାଢ଼େ ୭ ହଜାର ଟଙ୍କା ରହିଛି। ଅପରପକ୍ଷରେ ଆମେରିକାରେ ଭେଣ୍ଟିଲେଟର ଦାମ ସାଢ଼େ ୭ ଲକ୍ଷରୁ ଅଧିକ ରହିଛି। ଦେବେଶ ଜର୍ଜିଆର ଜର୍ଜ ଡବ୍ଲ୍ୟୁ ଓ୍ବଡରଫ୍‌ ମେକାନିକାଲ ଇଞ୍ଜିନିୟରିଂ ସ୍କୁଲରେ ପ୍ରଫେସର ଭାବେ କାର୍ଯ୍ୟ କରୁଥିବାବେଳେ କୁମୁଦା ଆଟଲାଣ୍ଟାରେ ଡାକ୍ତର ଅଛନ୍ତି। ସେମାନେ ୩ ସପ୍ତାହ ମଧ୍ୟରେ ଏହି ଭେଣ୍ଟିଲେଟର ତିଆରି କରିଛନ୍ତି। ଦେବେଶ ବିହାରର ପାଟନା ବାସିନ୍ଦା ହୋଇଥିବାବେଳେ କୁମୁଦା ତାମିଲନାଡୁର ତ୍ରିଚିର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri