ମୂଷାଖରୀ ସରପଞ୍ଚ କରୋନା ସଂକ୍ରମିତ

ପାଟଣା,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତର ୫ ଜଣଙ୍କର ଆଣ୍ଟିଜେନ ଟେଷ୍ଟ ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ପରେ ୪ଜଣଙ୍କୁ ଗୁରୁବାର କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ପଞ୍ଚାୟତର ମହିଳା ସରପଞ୍ଚ ତଥା କରୋନା ଯୋଦ୍ଧା ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି। ଚିହ୍ନଟ ୫ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri