Posted inଫୁରସତ

ମୂଷାଙ୍କ ଗାଁ ‘ମିନି ଭିଲେଜ’: ଅଛି ଛୋଟ ଛୋଟ ଘର, ଖାଦ୍ୟର ବ୍ୟବସ୍ଥା

ଗାଈ ଓ କୁକୁର ପାଇଁ ଘର ତିଆରି କଥା ଆମେ ଶୁଣିଛୁ। ହେଲେ ମୂଷା ପାଇଁ ଗୋଟିଏ ଗାଁ ତିଆରି କରିବା କଥା କେହି କେବେ ଶୁଣି ନ ଥିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ କଥାଟି ସତ।
ବ୍ରିଟେନର ବନ୍ୟଜନ୍ତୁ ସମ୍ପଦ ଫଟୋଗ୍ରାଫର୍‌ ସାଇମନ୍‌ ଡେଲ୍‌ ନିଜ ବଗିଚାରେ ମୂଷାଙ୍କ ପାଇଁ ଏକ ଗାଁ ତିଆରି କରିଛନ୍ତି। ଏହା ‘ମିନି ଭିଲେଜ’ ନାମରେ ପରିଚିତ। ଉକ୍ତ ଗାଁରେ ମୂଷାଙ୍କ ପାଇଁ ଛୋଟ ଛୋଟ ଘର ତିଆରି ହୋଇଛି। ଏହି ଘରକୁ କାଠି, ଫୁଲ ଏବଂ ସୁନ୍ଦର ସୁନ୍ଦର ପଥରରେ ତିଆରି କରାଯାଇଛି। ଏଠାରେ ମୂଷାଙ୍କ ରହିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି। ସେମାନଙ୍କ ପାଇଁ ସୁନ୍ଦର ଡାଇନିଂ ଟେବୁଲ୍‌ ଏବଂ ତା’ ଉପରେ ଖାଦ୍ୟର ବ୍ୟବସ୍ଥା ମଧ୍ୟ ହୋଇଛି।
ଡେଲ୍‌ କୁହନ୍ତି, ଏକଦା ସେ ବଗିଚା ସଫା କରୁଥିବା ବେଳେ ବହୁତ ମୂଷା ବୁଲୁଥିବା ଦେଖିବାକୁ ପାଇଥିଲେ। ସେମାନଙ୍କୁ ଖାଇବା ପାଇଁ ବିଲେଇ ସବୁବେଳେ ଜଗି ବସୁଥିବା ସେ ଜାଣିବାକୁ ପାଇଥିଲେ। ତେଣୁ ସେମାନଙ୍କ ପାଇଁ କିଛି କରିବାକୁ ତାଙ୍କର ଇଚ୍ଛା ହୋଇଥିଲା। ଶେଷରେ ସେ ଏଭଳି କିଛି ନିଆରା କାମ କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri