Posted inଫୁରସତ

ମୂଷାଙ୍କ ପାଇଁ ପାଇଜାମା ଓ ମ୍ୟାଟ୍ରେସ୍‌

ପେଟ୍‌ ଭିତରେ ଅନେକେ ମୂଷା ବି ରଖନ୍ତି। ତାଙ୍କର ଯତ୍ନ ନିଅନ୍ତି, ଖାଇବାକୁ ଦିଅନ୍ତି ଓ ପଞ୍ଜୁରିରେ ରଖନ୍ତି। ତେବେ ନିକଟରେ ଜଣେ ମହିଳା ପୋଷା ମୂଷାଙ୍କ ପାଇଁ ତିଆରି କରିଛନ୍ତି ସୁନ୍ଦର ପାଇଜାମା। ତା’ସହ ସେମାନଙ୍କ ଆରାମ ପାଇଁ ତିଆରି କରିଛନ୍ତି ପାଇଜାମା ସହ ମ୍ୟାଚିଂ ମ୍ୟାଟ୍ରେସ୍‌। ଏହି କଲେକ୍ସନ ସେ ତାଙ୍କ ପ୍ରିୟ ମୂଷା ‘ଡନକାନ୍‌’, ଯେକି ନିକଟରେ ମୃତ୍ୟୁବରଣ କରିଛି ତାକୁ ଉତ୍ସର୍ଗୀକୃତ କରି ତିଆରି କରିଛନ୍ତି। ମୂଷାଟି ହିଁ ପ୍ରଥମେ ସାଜିଥିଲା ତାଙ୍କ ମଡେଲ୍‌। ମୂଷାଙ୍କ ପାଇଁ ତିଆରି ତାଙ୍କର ଏହି କଲେକ୍ସନର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri