Posted inଫୁରସତ

ମୂଷାଙ୍କ ପାଇଁ ପାଇଜାମା ଓ ମ୍ୟାଟ୍ରେସ୍‌

ପେଟ୍‌ ଭିତରେ ଅନେକେ ମୂଷା ବି ରଖନ୍ତି। ତାଙ୍କର ଯତ୍ନ ନିଅନ୍ତି, ଖାଇବାକୁ ଦିଅନ୍ତି ଓ ପଞ୍ଜୁରିରେ ରଖନ୍ତି। ତେବେ ନିକଟରେ ଜଣେ ମହିଳା ପୋଷା ମୂଷାଙ୍କ ପାଇଁ ତିଆରି କରିଛନ୍ତି ସୁନ୍ଦର ପାଇଜାମା। ତା’ସହ ସେମାନଙ୍କ ଆରାମ ପାଇଁ ତିଆରି କରିଛନ୍ତି ପାଇଜାମା ସହ ମ୍ୟାଚିଂ ମ୍ୟାଟ୍ରେସ୍‌। ଏହି କଲେକ୍ସନ ସେ ତାଙ୍କ ପ୍ରିୟ ମୂଷା ‘ଡନକାନ୍‌’, ଯେକି ନିକଟରେ ମୃତ୍ୟୁବରଣ କରିଛି ତାକୁ ଉତ୍ସର୍ଗୀକୃତ କରି ତିଆରି କରିଛନ୍ତି। ମୂଷାଟି ହିଁ ପ୍ରଥମେ ସାଜିଥିଲା ତାଙ୍କ ମଡେଲ୍‌। ମୂଷାଙ୍କ ପାଇଁ ତିଆରି ତାଙ୍କର ଏହି କଲେକ୍ସନର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା କର୍ମଚାରୀଙ୍କ କଲ୍ୟାଣ ଲାଗି ଏକ ପ୍ରୟାସ

ସେନା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ପାଇଁ ୧୯୪୯ରୁ ପ୍ରତିବର୍ଷ ୭ ଡିସେମ୍ବରରେ ସଶସ୍ତ୍ର ସେନା ପତାକା ଦିବସ ଭାରତରେ ପାଳନ କରାଯାଉଛି। ଦେଶର ଏକତା...

ସବୁଠୁ ବଡ଼ ଠକ ‘ନଟବରଲାଲ’

ନଟବରଲାଲ, ଏଇ ନାଁ ଚୋରି ଓ ଠକେଇର ପ୍ରତୀକ ପାଲଟିଛି। କାରଣ ଏଇ ନାମଧାରୀ ବ୍ୟକ୍ତିଜଣକ ଭାରତରେ ବଡ଼ ବଡ଼ ଠକେଇ ସହ ସମ୍ପୃକ୍ତ ଥିଲେ।...

ଶୁଦ୍ଧ ବାୟୁମଣ୍ଡଳର ଦେଶ ଫିନ୍‌ଲ୍ୟାଣ୍ଡ୍‌

ଭାରତର ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଏବେ ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି। କେବଳ ଦିଲ୍ଲୀ ନୁହେଁ, ବାୟୁପ୍ରଦୂଷଣ ଦୃଷ୍ଟିରେ ଦୁନିଆର ସବୁଠୁ ଅଧିକ ପ୍ରଦୂଷିତ...

୮ ବର୍ଷ ବାଳକର ଆୟ ୧୮୪ କୋଟି

ନ୍ୟୁୟର୍କ: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ଆୟ ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ।...

ଅଧା ସିଝା ମାଛ ତରକାରୀ ଖାଇବା ଏହି ବ୍ୟକ୍ତିଙ୍କୁ ପଡ଼ିଲା ମହଙ୍ଗା, ଯାହା ଦେଖି ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା କବଳିତ। ଲୋକେ ଏଥିରୁ ନିସ୍ତାର ପାଇବା ପାଇଁ ବାଟ ଖୋଜୁଛନ୍ତି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାରରସ୍‌...

ଦେଶର ଡିଜିଟାଲ ନକ୍ସା କରିବ ଡ୍ରୋନ୍‌

ସର୍ଭେ ଅଫ୍‌ ଇଣ୍ଡିଆ(ଏସ୍‌ଓଆଇ) ପ୍ରଥମେ ଡ୍ରୋନ୍‌ ସହାୟତାରେ ଦେଶର ଡିଜିିଟାଲ ନକ୍ସା କରୁଛି। ବିଜ୍ଞାନ ଓ ପ୍ରାଦୌଗିକ ବିଭାଗ ସହଯୋଗରେ ଏହି କାର୍ଯ୍ୟ ଦୁଇ ବର୍ଷରେ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଏହି ଦେଶର ସମ୍ପୂର୍ଣ୍ଣ ବିଜୁଳି କାଟିପାରିବ ଚାଇନା, ଜାଣନ୍ତୁ କାରଣ

ପ୍ରତ୍ୟେକ ଦେଶ ନିକଟରେ ନିଜ ଦେଶର ବିଜୁଳି କାଟିବାର ଅଧିକାର ଅଛି, ମାତ୍ର କେବେ ଶୁଣିଛନ୍ତି କି, ଗୋଟିଏ ଦେଶ ଅନ୍ୟ ଏକ ଦେଶର ବିଜୁଳି...

Advertisement
Archives

Model This Week