ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ ମିଳିତ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶୁକ୍ରବାର ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସରପଞ୍ଚ ସୂପର୍ଣ୍ଣା ପ୍ରଧାନଙ୍କ ଉପସ୍ଥିତିରେ ମୃତକଙ୍କ ପରିବାରଲୋକଙ୍କୁ ଡକାଇ ପଞ୍ଚାୟତ କାର୍ଯ୍ୟାଳୟରେ ପଚରାଉଚରା କରାଯାଇଥିଲା। ହିତାଧିକାରୀଙ୍କ ମୃତ୍ୟୁ ପରେ ମଧ୍ୟ ପଞ୍ଚାୟତ କର୍ମଚାରୀ ଭତ୍ତା ଟଙ୍କା ଉଠାଇ ହଡ଼ପ କରିଥିବା ତଦନ୍ତରୁ ଜଣାପଡ଼ିଛି। ଏନେଇ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କୁହାଯାଇଛି। ତଦନ୍ତ ବେଳେ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଧିରେନ୍ଦ୍ର ବଳିଆର ସିଂ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ, ଉକ୍ତ ପଞ୍ଚାୟତରେ ୧୪ ଜଣ ମୃତକ ଏବଂ ଜଣେ ମହିଳାଙ୍କ ନାମରେ ୨ଟି ଭତ୍ତା କାର୍ଡ଼ ରହିଥିବା ସାମାଜିକ ସମୀକ୍ଷା ବେଳେ ଜଣା ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ

ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି...

କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ...

ଭୋଜି ବନ୍ଦ, କନ୍ୟା ବାପାଙ୍କୁ ଏକଲକ୍ଷ ଜରିମାନା

ଦେବଗଡ଼, ୧୯ା୫ – ଦେବଗଡ଼ ପୌରାଞ୍ଚଳର ପୁରୁଣାଗଡରେ ବୁଧବାର କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇ ଏକ ବିବାହ ଭୋଜି ଆୟୋଜନ ହୋଇଥିଲା। କିନ୍ତୁ ହଠାତ୍‌ ଚଢ଼ାଉ...

ଜୁନିୟର ମହିଳା ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭାରତୀୟ କନିଷ୍ଠ ମହିଳା ବର୍ଗର ହକି କୋର୍‌ ଗ୍ରୁପରେ ୫ ଓଡ଼ିଆ ସ୍ଥାନ ପାଇଛନ୍ତି। କୋର୍‌ ଗ୍ରୁପରେ ସ୍ଥାନ ପାଇବା ପରେ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ...

ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ଦୁଇ ପୁଅ

ବାରିପଦା ଅଫିସ,୨୨ା୫: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ସାତଭାୟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ବଣକାଟି ପଞ୍ଚାୟତ...

ଜମି ନ ଥାଇ ମୋ ପୋଖରୀ ନାଁରେ ଅର୍ଥ ଆତ୍ମସାତ୍‌

ଭାପୁର,୨୮ା୯(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ପ୍ରାୟ ଦେଢବର୍ଷ ହେବ ବିଭିନ୍ନ ଦୁର୍ନୀତି ହୋଇଛି ା ଏକାଧିକ ଦୁର୍ନୀତି ସାମ୍ନାକୁ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ...

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର...

ଜଳୁଛି ୩୦ ସଂରକ୍ଷିତ ଜଙ୍ଗଲ

ବାରିପଦା ଅଫିସ,୫।୩: ପ୍ରକୃତିର ରାଣୀ ସୁବଜ ସୁନ୍ଦର ଅଭୟାରଣ୍ୟ ଶିମିଳିପାଳ ଏବେ ସର୍ବଗ୍ରାସୀ ନିଆଁରେ କ୍ଷତବିକ୍ଷତ। ମନୁଷ୍ୟକୃତ ଅଗ୍ନିକାଣ୍ଡ ପାଇଁ ଶୁଷ୍କ ଜୈବମଣ୍ଡଳ ଉତ୍ତପ୍ତ ହୋଇଉଠିଛି।...

Advertisement
Archives

Model This Week