ମୃତକଙ୍କ ମଧ୍ୟରେ ୩ ଭାରତୀୟ

ନୂଆଦିଲ୍ଲୀ,୨୨ା୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ସିରିଜ ବିସ୍ଫୋରଣରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୩ ଜଣ ଭାରତୀୟ ଅଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଶ୍ରୀଲଙ୍କାର ଜାତୀୟ ହସ୍ପିଟାଲ ସୂତ୍ରରୁ ଏହି ସୂଚନା ଦିଆଯାଇଥିବା ସେଠାରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ସୁଷମାଙ୍କୁ ଅବଗତ କରାଇଥିଲେ। ମୃତକମାନେ ହେଲେ ଲୋକାଶିନୀ, ନାରାୟଣ ଚନ୍ଦ୍ରଶେଖର ଏବଂ ରମେଶ। ସେମାନଙ୍କ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଥିବା ସୁଷମା ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଦୁଇ ବିମାନ ମୁହାଁମୁହିଁ ଧକ୍କା, ତଥାପି ବଞ୍ଚିଗଲେ ପାଇଲଟ୍‌; ଜାଣନ୍ତୁ କେମିତି

ଓ୍ବାଶିଂଟନ,୧୫।୫: ଆମେରିକାର କଲରାଡୋରେ ଦୁଇ ବିମାନ ମଧ୍ୟରେ ମଝି ଆକାଶରେ ମୁହାଁମୁହିଁ ଧକ୍କା ହୋଇଥିଲା। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇ ବିମାନ ମଧ୍ୟରେ ଏତେ ଭୟଙ୍କର...

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ...

ଆକାଶରେ ପିଟି ହେଲେ ବାୟୁ ସେନାର ଦୁଇ ବିମାନ

ସିଓଲ,୧।୪: ଦକ୍ଷିଣ କୋରିଆ ବାୟୁ ସେନାର ଦୁଇ ଯୁଦ୍ଧ ବିମାନ ଶୁକ୍ରବାର ଟ୍ରେନିଂ ବେଳେ ମଝି ଆକାଶରେ ପରସ୍ପର ସହ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ...

ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ

ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪...

ପାକିସ୍ତାନ ପାଇଁ ବିପଦ ଘଣ୍ଟି: ଅସ୍ତ୍ରଶସ୍ତ୍ର ଯୋଗାଇବ ନାହିଁ ରୁଷ

ମସ୍କୋ,୪।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ)ରେ ଯୋଗ ଦେବାକୁ ପାଇଁ ମସ୍କୋରେ ପହଞ୍ଚିଛନ୍ତି। ଏଠାରେ ସେ ରୁଷର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ...

ଆମେରିକାର ଆଉ ଏକ ବ୍ୟାଙ୍କ ଡୁବିଲା

ନ୍ୟୁୟର୍କ, ୧୪ା୩: ସିଲିକନ୍‌ ଭ୍ୟାଲି ବ୍ୟାଙ୍କ (ଏସ୍‌ଭିବି) ବନ୍ଦ ହେବାର ଦୁଇଦିନ ପରେ ନ୍ୟୁୟର୍କର ସିଗ୍‌ନେଚର ବ୍ୟାଙ୍କ ଡୁବିଛି। ଉଭୟ ବ୍ୟାଙ୍କର ଜମାକାରୀମାନେ ସେମାନଙ୍କ ଜମା...

ଆଫଗାନିସ୍ତାନରେ ବନ୍ୟା: ୪୦ ମୃତ, ୧୫୦ରୁ ଅଧିକ ନିଖୋଜ

କାବୁଲ,୨୯ା୭: ଆଫଗାନିସ୍ତାନର ନୁରିସ୍ତାନ ରାଜ୍ୟର କାମଡିଶରେ ଆସିଥିବା ବନ୍ୟାରେ ୮୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୧୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା...

ମୋଗାଡିଶୁ କାର ବୋମା ବିସ୍ଫୋରଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ମୋଗାଡିଶୁ,୩୧।୧୦: ସୋମାଲିଆ ରାଜଧାନୀ ମୋଗାଡିଶୁର ବ୍ୟସ୍ତବହୁଳ ଅଞ୍ଚଳରେ ଶନିବାର ଦୁଇଟି କାର ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୧୦୦ ଟପିଛି। ଏପରି କି ବିସ୍ଫୋରଣରେ...

Advertisement
Archives

Model This Week