ମୃତଦେହକୁ ଝୁଣି ଖାଉଛନ୍ତି ବୁଲା କୁକୁର, କାହାରି ନିଘା ନାହିଁ

ନବରଙ୍ଗପୁର,୨।୧(ବି.ପ୍ର.): ନବରଙ୍ଗପୁର ଜିଲା ସଦର ମହକୁମା ଗାବ୍ରିଆଲଗୁଡ଼ା ନିକଟରେ ଥିବା କୁସୁମଝର ଡ୍ୟାମ୍‌ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିନେ କି ଦୁଇଦିନ ନୁହେଁ, ବରଂ ଦୀର୍ଘ ଦିନ ଧରି ଡ୍ୟାମ୍‌ରେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ପଡ଼ି ରହିଛି। କୁକୁର ଓ ଅନ୍ୟ ପଶୁମାନେ ଟାଣି ଖାଉଥିବା ଯୋଗୁ କେବଳ ଶରୀରର ହାଡ଼ ଓ ଖପୁରି ଦେଖାଯାଉଛି। ଏନେଇ ଡ୍ୟାମ ପାଖରେ ଥିବା ଘର, ଷ୍ଟେ ହୋମ୍‌ ଓ ଲୋକମାନେ ଜାଣିଥିଲେ ମଧ୍ୟ କେହି ବି ପୋଲିସକୁ ଖବର ଦେଇ ନ ଥିବା କୁହାଯାଉଛି।
ପ୍ରକାଶଯୋଗ୍ୟ, ଘଟଣାସ୍ଥଳରୁ ପ୍ରାୟ ୧ କିମି ଦୂରରେ ଜିଲା ପ୍ରଶାସନ ପକ୍ଷରୁ ଡିସେମ୍ବର ୧୩ରୁ ୧୭ ପର୍ଯ୍ୟନ୍ତ ନବରଙ୍ଗପୁର ଜିଲା ଲୋକ ମହୋତ୍ସବ ‘ମଣ୍ଡେଇ’ ପାଳିତ ହୋଇଥିଲା। ସେହି ସମୟରେ ଡ୍ୟାମ୍‌ରେ ପାଣି ଭରି ରହିଥିଲା। ଏଣୁ ଉକ୍ତ ସମୟରେ ଏହି ଘଟଣା ଘଟିଥାଇପାରେ ବୋଲି ସ୍ଥାନୀୟ ଓ୍ବାର୍ଡମେମ୍ବର ଜିତୃ ଜାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା

ଛତ୍ରପୁର,୬ା୪(ଡି.ଏନ୍‌.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍‌ରେ...

ଡିଡିଓଙ୍କୁ ଅର୍ଥ ବିଭାଗର ଚେତାବନୀ: ବ୍ୟାଙ୍କରେ ଅଯଥା ସରକାରୀ ଅର୍ଥ ରଖିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଆର୍ଥିକବର୍ଷ ଶେଷକୁ ଖର୍ଚ୍ଚ ନ ରଖି ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଅର୍ଥ ବିଭାଗ ସମସ୍ତ ବିଭାଗ ଓ ବିଭାଗୀୟ ମୁଖ୍ୟ...

ମହିଳାଙ୍କୁ ମାଡ଼ ମାରି ତଡ଼ିଦେଲେ ଶାଶୁଘର ଲୋକେ: ଅଭିଯୋଗ ପରେ ଶିଶୁପୁତ୍ର ଫେରିପାଇଲେ ମା

ବିଞ୍ଝାରପୁର,୭|୯(ଡି.ଏନ.ଏ)- ଜଣେ ମହିଳାଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ନିସ୍ତୁକ ମାଡ ମାରି ଘରୁ ବାହାର କରିଦେବା ସହିତ ତାଙ୍କଠାରୁ ବର୍ଷକର ଶିଶୁକୁ ଛଡ଼ାଇ ରଖିବା...

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ।...

କଳା ଧୂଆଁରେ ଲୋକେ ଅତିଷ୍ଠ

ଧାମନଗର,୨୪।୫(ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବଜାର ଅଞ୍ଚଳରେ ଦିନକୁ ଦିନ କଳା ଧୂଆଁ ଯୋଗୁ ଲୋକେ ଅତିଷ୍ଠ ହୋଇପଡ଼ୁଛନ୍ତି। ଏଥିପ୍ରତି ପ୍ରଶାସନ କିମ୍ବା ପରିବେଶ ବିଭାଗ...

କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ...

ପୂର୍ବ ଶତ୍ରୁତା: ଗାଁ ବଜାରରେ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା

ଆରଡ଼ି,୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ବେତାଳି ଗାଁ ବଜାର ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ହତ୍ୟାକାଣ୍ଡ ଘଟିଛି। ନନ୍ଦ କିଶୋର ଜେନା(୩୦)...

ବାହାରୁ ଆସିଲେ ଆବଶ୍ୟକ ନାହିଁ ନେଗେଟିଭ୍‌ ରିପୋର୍ଟ

ଭୁବନେଶ୍ୱର,୫।୮(ବ୍ୟୁରୋ): ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଟିକାକରଣ ପ୍ରମାଣପତ୍ର ଆବଶ୍ୟକ ନାହିଁ। ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଲାଗୁ...

Advertisement
Archives

Model This Week