ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ଦିଲ୍ଲୀର ସ୍ଥିତିକୁ ନେଇ କୋର୍ଟ ଚିନ୍ତା ବ୍ୟକ୍ତ କରିଛନ୍ତି। ଏଥିସହ ହସ୍ପିଟାଲରେ ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ଶବ୍ଦରେ ଭର୍ତ୍ସନା କରି ଜବାବ ତଲବ କରିଛନ୍ତି। ହସ୍ପିଟାଲରେ ମୃତଦେହକୁ ଯେଉଁଭଳି ଭାବେ କରାଯାଉଛି ତାହା ଅତ୍ୟନ୍ତ ଦୁଃଖ ଦାୟକ। ଦେଶର ରାଜଧାନୀରେ ମୃତଦେହ ରକ୍ଷଣାବେକ୍ଷଣ ଅବସ୍ଥା ଅତ୍ୟନ୍ତ ଖରାପ୍‌। ରୋଗୀଙ୍କ ମୃତ୍ୟୁ ସମ୍ପର୍କରେ ପରିବାର ସଦସ୍ୟଙ୍କୁ ମଧ୍ୟ ସୂଚନା ଦିଆଯାଉନାହିଁ ବୋଲି କୋର୍ଟ କହିଛନ୍ତି। ଏତଦ୍‌ ବ୍ୟତୀତ କରୋନା ଯାଞ୍ଚ ପ୍ରସଙ୍ଗରେ ମଧ୍ୟ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ତାଗିଦ କରିଛନ୍ତି। ଗତ କିଛି ଦିନ ହେବ ଦିଲ୍ଲୀରେ ପରୀକ୍ଷା ସଂଖ୍ୟା ହ୍ରାସ ପାଇଛି, ଯେଉଁଥିରେ କୋର୍ଟ ପ୍ରଶ୍ନ ଉଠାଇଛନ୍ତି। ଅପରପକ୍ଷେ ସରକାରୀ ଡାକ୍ତରଖାନାର ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଦିଲ୍ଲୀ, ମହାରାଷ୍ଟ୍ର, ତାମିଲନାଡୁ ଓ ପଶ୍ଚିମବଙ୍ଗକୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri