ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାଠାରେ ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟ ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ ଯୋଗ ଦେଇ ସମ୍ମିଳନୀକୁ ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମି ଯୋଗ ଦେଇଥିବା ବେଳେ ଜିଲା ମୁଖ୍ୟ କୃଷି ଅଧିକାରୀ ରମେଶ ଚନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ପ୍ରତାପ କୁମାର ଦାସ, ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ଅଶୋକ କୁମାର ତ୍ରିପାଠୀ, ଜିଲା କୃଷି ଅଧିକାରୀ କୈଳାଶ ଚନ୍ଦ୍ର ସ୍ବାଇଁ, କୃଷି ବିଜ୍ଞାନ କେନ୍ଦ୍ର ବରିଷ୍ଠ ବୈଜ୍ଞାନିକ ସମୀର ରଞ୍ଜନ ଦାସ, ବୈଜ୍ଞାନିକ ନିଗମାନନ୍ଦ ବେହେରା, ବୈଜ୍ଞାନିକ ସୌମ୍ୟ ରଞ୍ଜନ ପାତ୍ର ଯୋଗ ଦେଇଥିଲୋ ବିଭାଗୀୟ ଅଧିକାରୀ ଏବଂ ବୈଜ୍ଞାନିକ ଓ ମୁଖ୍ୟ ଅତିଥି ନିଜ ନିଜ ବକ୍ତବ୍ୟରେ କୃଷି କ୍ଷେତ୍ରରେ ସ୍ବାବଲମ୍ବୀ ମାଲକାନଗିରି ଜିଲାରୁ ରାଜ୍ୟ ବାହାରକୁ ବିଭିନ୍ନ ଖାଦ୍ୟ ଶସ୍ୟ ଏବଂ ପନିପରିବା ରପ୍ତାନି କରୁଥିବାରୁ ଉପସ୍ଥିତ ତିନିଶହ ଉର୍ଦ୍ଧ୍ୱ ପୁରୁଷ ଏବଂ ମହିଳା କୃଷକମାନଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ। ଏହାସହ ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ ଏବଂ ଏହାର ସଂରକ୍ଷଣ ଉପରେ ସମ୍ମିଳନୀରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଡ୍ରାଇଭରଙ୍କ ଜାମିନ ଖାରଜ

ଛତ୍ରପୁର,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକଠାରେ ଗୁରୁବାର ସାରେ ପୋଲିସ-ଆନ୍ଦୋଳନରତ ଡ୍ରାଇଭର ମୁହାଁମୁହିଁ ହୋଇଥିଲେ। ଏହି...

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି...

ଲୋକଙ୍କ ହୃଦୟ ଜିଣିବା ଲକ୍ଷ୍ୟ

ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଭୂମେଶ ଚନ୍ଦ୍ର ବେହେରା। ୧୮ ମାସ ତଳେ ରାଜ୍ୟ ସରକାର ତାଙ୍କ କାନ୍ଧରେ ନ୍ୟସ୍ତ କରିଥିଲେ ରାଜ୍ୟର ଅନ୍ୟତମ...

୨ ଘଣ୍ଟାରେ ଛିନ୍‌ଛତ୍ର

ରାସୋଳ, ୩୧।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ୨ଘଣ୍ଟା ଧରି ହୋଇଥିବା ଝଡ଼ବତାସରେ ଅଞ୍ଚଳର ଚିତ୍ର ବଦଳିଯାଇଥିବାବେଳେ...

ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ...

ଝିଅ ବାହାଘର ପାଇଁ ଥିବା ସୁନା ଅଳଙ୍କାର, ନଗଦ ୫ ଲକ୍ଷ ନେଇଗଲେ ଦୁର୍ବୃତ୍ତ

ପଦ୍ମପୁର,୨୦।୧୧(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଦେଉଳି ଗାଁର ମଧୁସୂଦନ ଧଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହେଇଛି। ଏ ନେଇ ଶୁକ୍ରବାର...

ସାର୍ବଜନୀନ ସ୍ଥାନରେ ପୂଜା ମନା

ପୁରୀ ଅଫିସ,୨୧।୮: ପୁରୀ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧି ହାରକୁ ଦୃଷ୍ଟିରେ ରଖି ଜିଲା...

ଆଜି ଲୋକାର୍ପଣ ହେବ ମନୋହରପୁରରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ୩ୟ ରେଳପଥ

ରାଉରକେଲା ଅଫିସ,୧୮ା୫: ଝାରସୁଗୁଡ଼ାରୁ ମନୋହରପୁର ମଧ୍ୟରେ ୩ୟ ରେଳଲାଇନ ଗୁରୁବାର ଲୋକାର୍ପଣ ହେବ। ଏ ନେଇ ବୁଧବାର ବନ୍ଧମୁଣ୍ଡା ଏଆର୍‌ଏମ୍‌ ରାଜକିଶୋର ମହାନ୍ତି ସୂଚନା ଦେଇଛନ୍ତି।...

Advertisement
Archives

Model This Week