Posted inଜାତୀୟ

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀରେ। କେତେକ ଲୋକ ହସ୍ପିଟାଲରେ ମୃତ୍ୟୁ ଘଟୁଥିବା ଲୋକଙ୍କ ମୃତ ଦେହ ସେମାନଙ୍କର ପରିବାର ସଦସ୍ୟଙ୍କ ଅନୁମତିରେ ଆଣି ରେଳ ଲାଇନ୍‌ରେ ବାନ୍ଧି ଦୁର୍ଘଟଣାର ରୂପ ଦେଇ ବୀମା କ୍ଷତିପୂରଣ ଆଦାୟ କରୁଥିଲେ। ତେବେ ଏଭଳି ଏକ ର଼୍ୟାକେଟ୍‌ର ପର୍ଦ୍ଦାଫାଶ୍‌ କରିଛନ୍ତି ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ। ଏହି ର଼୍ୟାକେଟ୍‌ରେ କେତେକ ପୋଲିସ କର୍ମଚାରୀଙ୍କଠାରୁ ଆରମ୍ଭ କରି ଡାକ୍ତରଙ୍କ ପର୍ଯ୍ୟନ୍ତ ଥିବା କୁହାଯାଉଛି। ଇତିମଧ୍ୟରେ ର଼୍ୟାକେଟର ୩ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୋନିପତ ଡିଏସ୍‌ପି ରାହୁଲ ଦେବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଚିଠି ଲେଖିଲେ ମୋଦି,କହିଲେ ନାରୀ ଦେଶର ପ୍ରଗତିର ମୂଳଦୁଆ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ମହିଳାମାନଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି, ଯେଉଁଥିରେ ସେ ବିଧାନସଭା ସଂସ୍ଥା (ସଂସଦ, ବିଧାନସଭା ଏବଂ ବିଧାନସଭା ପରିଷଦ)ରେ…

ଆସିଲା ଖୁସି ଖବର, ବଢିଲା କର୍ମଚାରୀଙ୍କ ଦରମା, ଜାଣନ୍ତୁ କାହାକୁ ମିଳିବ…

ନୋଏଡା,୧୪।୪: ନୋଏଡା ଏବଂ ଗାଜିଆବାଦର ଶ୍ରମିକମାନଙ୍କ ପାଇଁ ଏକ ବଡ଼ ଖବର, ଯେଉଁମାନେ ଦରମା ଏବଂ ସୁବିଧା ପାଇଁ ପ୍ରତିବାଦ କରୁଛନ୍ତି। ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି…

ଲତା-ଆଶାଙ୍କ ସ୍ମୃତିରେ ନିର୍ମାଣ ହେବ ଏସିଆର ସର୍ବବୃହତ ହସ୍ପିଟାଲ; ଘୋଷଣା କଲେ ଭାଇ ହୃଦୟନାଥ

ମୁମ୍ବାଇ,୧୪।୪: ମଙ୍ଗେସକର ପରିବାରର ସଙ୍ଗୀତ ଐତିହ୍ୟ ଏବେ ସମାଜ ସେବା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବାକୁ ପ୍ରସ୍ତୁତ। ‘ସ୍ବର କୋକିଳ’ ଲତା ମଙ୍ଗେସକର ଏବଂ…

ଭୋଟିଂ ପାଇଁ ଫିଙ୍ଗରପ୍ରିଣ୍ଟ: କେନ୍ଦ୍ର, ଇସିକୁ ଜବାବ ତଲବ

ନୂଆଦିଲ୍ଲୀ,୧୪ା୪(ପି.ଟି./ଲାଇଭ୍‌ ଲ): ଦେଶରେ ଭବିଷ୍ୟତରେ ଅନୁଷ୍ଠିତ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନଗୁଡ଼ିକରେ ମତଦାନ କେନ୍ଦ୍ରରେ ଭୋଟିଂ ଜାଲିଆତି ଏଡ଼ାଇବା ପାଇଁ ଫିଙ୍ଗରପ୍ରିଣ୍ଟ (ଅଙ୍ଗୁଳିଚିହ୍ନ) ସହ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri