ମୃତ୍ୟୁ ଏମିତି ଆସେ : ପାଣି ହାଣ୍ଡିରେ ପଡ଼ି ଶିଶୁଙ୍କ ଜୀବନଗଲା

ଦେବଗଡ଼,୨୦।୧୦(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ସାମନ୍ତାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଣି ହାଣ୍ଡିରେ ବୁଡ଼ି ୨ ବର୍ଷ ଶିଶୁର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ରବିବାର ସକାଳେ ସାମନ୍ତାପାଲି ଗ୍ରାମର ପ୍ରଶାନ୍ତ ସାହୁଙ୍କ ପୁଅ ପ୍ରିନ୍ସ (୨) ଘରେ ଖେଳୁଥିବା ସମୟରେ ପାଣିଭର୍ତ୍ତି ଏକ ବଡ଼ ହାଣ୍ଡିରେ ମୁଣ୍ଡ ପୂରାଇ ଦେଇଥିଲେ। ଫଳରେ ହାଣ୍ଡିଟି ଓଲଟି ପଡ଼ିଥିଲା। ଘର ଭିତରେ ଥିବା ତାଙ୍କ ମାଆ ଦୌଡ଼ି ଆସି ତାଙ୍କୁ ପାଣିରୁ ଉଦ୍ଧାର କରି ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚିତ ପରିଷଦ କାର୍ଯ୍ୟକାଳ ସରିବାର ୧୫ ମାସ ଝୁଲାଇ ରଖାଯାଇଛି ନିର୍ବାଚନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର ମହାନଗର ନିଗମ ନିର୍ବାଚିତ ପରିଷଦ ୫ ବର୍ଷିଆ କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର ୩୦ରେ ଶେଷ ହୋଇଛି। ଗତ ୧୫ ମାସ ହେବ ଗଞ୍ଜାମ...

ବିକ୍ରି ହୋଇ ପାରୁଛି ମଦ, ଖୋଲୁନି ଦୁଗ୍ଧ ଉତ୍ପାଦକ ସମିତି: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବରଗଡ଼ ଅଫିସ,୨୬।୭: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କେତେବେଳେ ଲକ୍‌ଡାଉନ ତ ଆଉ କେତେବେଳେ ଶଟଡାଉନ କଟକଣା ଲାଗୁ ହେଉଛି। ଏଭଳି ସ୍ଥିତିରେ ବିଭିନ୍ନ...

୧୪ ଓକିଲଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରରେ ଚାଲିଥିବା ଆନ୍ଦୋଳନ ଗତ ୧୨ ତାରିଖରେ ଉଗ୍ର ରୂପ ନେଇ କୋର୍ଟ ଭିତରେ...

ବାରିମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ...

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ।...

ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ

ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌୍‌ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି।...

ଯୁକ୍ତ ୨ କଳା ପରୀକ୍ଷାରେ ସ୍ବାଗତିକା ଦ୍ବିବେଦୀ ବଣାଇ ଉପଖଣ୍ଡ ଟପ୍ପର

ଲହୁଣୀପଡା,୯।୮(ଡି.ଏନ.ଏ.): ସଦ୍ୟପ୍ରକାଶିତ ଯୁକ୍ତ ଦୁଇ କଳା ପରୀକ୍ଷା ଫଳାଫଳରେ ସ୍ବାଗତିକା ଦ୍ବିବେଦୀ ସର୍ବୋଚ୍ଚ ନମ୍ବର ରଖି ବଣାଇ ଉପଖଣ୍ଡରେ ଟପ୍ପର ହୋଇଛନ୍ତି। ଲହୁଣୀପଡା ଉଚ୍ଚ ମାଧ୍ୟମିକ...

ହାତୀଛୁଆର ମୃତଦେହ ଉଦ୍ଧାର

ରାଇକିଆ,୧୧ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାରବା ରେଞ୍ଜ ଅନ୍ତର୍ଗତ ଖମନଖୋଲ ଗ୍ରାମ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆର ମୃତ୍ୟୁ ନେଇ...

Advertisement
Archives

Model This Week