ମୃତ ଗାଡ଼ଭାଲୁ ଉଦ୍ଧାର

ରଣପୁର,୧୪।୩(ସ୍ବ.ପ୍ର.): ଟାଙ୍ଗୀ ବନବିଭାଗ ଅନ୍ତର୍ଗତ ନୟାଗଡ ଜିଲା କନ୍ଧନୂଆଗଡ ଶ୍ମଶାନ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଏକ ଗାଡଭାଲୁର ମୃତଦେହ ଉଦ୍ଧାର କରାଯାଇଛି। ପରେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ବନବିଭାଗ ପକ୍ଷରୁ ପୋତି ଦିଆଯାଇଛି। ପ୍ରାଥମିକ ତଦନ୍ତରୁ କେହି ଗାଡଭାଲୁକୁ ଠେଙ୍ଗାରେ ପିଟି ମାରି ଦେଇଥିବାର ଜଣାପଡିଛି । ପ୍ରକାଶ ଥାଉକି, ଖାଦ୍ୟ ଓ ଜଳ ଅଭାବରୁ ବନ୍ୟପ୍ରାଣୀମାନେ ଗାଁକୁ ଚାଲି ଆସୁଛନ୍ତି । ତେବେ ବିଭିନ୍ନ ସମୟରେ ବନ୍ୟପ୍ରାଣୀମାନଙ୍କୁ କିଛି ଲୋକ ମାରି ଦେଉଥିବାର ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ସରିଲା ନିର୍ବାଚନ, ବଢିଯିବ ପେଟ୍ରୋଲ-ଡିଜେଲ ଦର? ଭରି ଦିଅନ୍ତୁ ଟାଙ୍କି…

ନୂଆଦିଲ୍ଲୀ,୩୦।୪: ନିର୍ବାଚନ ପରେ ବଢିପାରେ ପେଟ୍ରୋଲ-ଡିଜେଲ ଦର! ଏସବୁ ଆଲୋଚନା ଭିତରେ ନିର୍ୱାଚନ ସରିଛି। ତେବେ ବର୍ତ୍ତମାନ ଚର୍ଚ୍ଚା ହେଉଛି କି ପେଟ୍ରୋଲ ରେଟ୍‌ ବଢିପାରେ। ନିର୍ୱାଚନ…

ନୃସିଂହ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼: ସକାଳୁ ସକାଳୁ ଘଟିଲା…

ଗଞ୍ଜାମ,୩୦।୪(ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୃସିଂହ ଚତୁର୍ଦ୍ଧଶୀ ମହା ସମାରୋହରେ ପାଳିତ ହେଉଛି। ଏହି ଉପଲକ୍ଷେ ଗଙ୍ଗା…

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

ଜିଲାସ୍ତରୀୟ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ: ନୂଆ ଶିକ୍ଷାନୀତି ସମ୍ପର୍କରେ ଦିଆଯିବ ତାଲିମ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜିଲାସ୍ତରୀୟ ଆଚାର୍ଯ୍ୟାଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ ହୋଇଯାଇଛି। ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri