ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ

ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି।
ସୂଚନା ଅନୁଯାୟୀ, ବାଦାମପାହାଡ଼ ଥାନା ଅନ୍ତର୍ଗତ ପାହାଡ଼ପୁର ଜଙ୍ଗଲରୁ ପୋଲିସ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଥିଲା। ପରେ ଏକ ବଧୂହତ୍ୟା ମାମଲା ରୁଜୁ କରି ପୁରୁଣାପାଣି ଗ୍ରାମର ମଙ୍ଗଳ ନାୟକ ଓ ପୁଅ ସଞ୍ଜୟ ନାୟକଙ୍କୁ ଗିରଫ କରିଥିଲା। ରିପୋର୍ଟରେ ଏହି ମୃତଦେହ ସଞ୍ଜୟଙ୍କ ସ୍ତ୍ରୀ ରାଇମଣିଙ୍କର ବୋଲି ପୋଲିସ ଦର୍ଶାଇଥିଲା। ତେବେ କିଛିଦିନ ପରେ ରାଇମଣି ଗାଁକୁ ଫେରି ଜୀବିତ ଥିବା କୋର୍ଟରେ ବୟାନ ଦେଇଥିଲେ। ପରେ କୋର୍ଟ ବାପପୁଅଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। ଏହି ଘଟଣାରେ ପୋଲିସକୁ ସମାଲୋଚିତ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାର ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri