Posted inଜାତୀୟ

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାର ତଦନ୍ତ ପାଇଁ ରେଳମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଉକ୍ତ ମୃତ ଶ୍ରମିକ ମଧ୍ୟପ୍ରଦେଶର ହୋଇଥିବା ବେଳେ ଏହି ଦୁର୍ଘଟଣାରେ ଭୋପାଳ ମୁଖ୍ୟମନ୍ତ୍ରୀ ଶିବାରାଜ ସିଂହ ଚୌହାନ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତ ଶ୍ରମିକଙ୍କ ପରିବାରବର୍ଗଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ରେଳମନ୍ତ୍ରୀଙ୍କ ସହ ଶିବରାଜ ଆଲୋଚନା କରି ଆହତଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଔରାଙ୍ଗାବାଦ ଦୁର୍ଘଟଣାରେ ଶୋକ ପ୍ରକାଶ କରି ଟୁଇଟ କରିଛନ୍ତି। ଏଥିସହ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କ ସହ ଆଲୋଚନା କରି ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ମୋଦି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri