Posted inଜାତୀୟ

ମେଜର ଅନୁପ ମିଶ୍ରାଙ୍କୁ ସମ୍ମାନିତ କଲେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ବାୟୁ ସେନାର ମେଜର ଅନୁପ ମିଶ୍ରାଙ୍କୁ ଆର୍ମି ଡିଜାଇନ୍‌ ବ୍ୟୁରୋ ଏକ୍ସିଲେନ୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ସୋମବାର ସେନା ମୁଖ୍ୟ ବିପିନ ରାଓ୍ବତ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ। ମେଜର ମିଶ୍ରା ସ୍ବଦେଶୀ ସର୍ବତ୍ର ବୁଲେଟ ପ୍ରୁଫ୍‌ ଜ୍ୟାକେଟର ନିର୍ମାଣ କରିଥିଲେ। ଯାହା ସ୍ନାଇପର ରାଇଫଲରୁ ବାହାରୁଥିବା ଗୁଳିରୁ ସୁରକ୍ଷା ପ୍ରଦାନ କରିପାରିବ। ସୂଚନାଯୋଗ୍ୟ, ନିୟନ୍ତ୍ରଣ ରେଖା ଓ କଶ୍ମୀର ଘାଟିରେ ଲଗାତାର ଭାବେ ସ୍ନାଇପର ଘଟଣା ଘଟିବା ପରେ ଏହି ଯୋଜନା ଉପରେ କାର୍ଯ୍ୟ ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ଭାରତର ପଦକ୍ଷେପ: ୪ ପଡ଼ୋଶୀ ଦେଶର ସୀମା ସିଲ୍‌; ରବିବାର ମଧ୍ୟରାତ୍ରରୁ ପାକିସ୍ତାନ ବାଟ ବନ୍ଦ

ନୂଆଦିଲ୍ଲୀ,୧୫।୩: ଭାରତରେ କରୋନା ସଂକ୍ରମଣ ଧୀରେଧୀରେ ବଢ଼ିବାରେ ଲାଗିଛି। ଏନେଇ ଭାରତ ସରକାର ନେପାଳ, ବାଂଲାଦେଶ, ଭୁଟାନ ଏବଂ ମ୍ୟାନ୍‌ମାର ଆଦି ୪ ଦେଶର ସୀମାପଥକୁ...

ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ...

‘ବିଦ୍ରୋହୀ ବିଧାୟକଙ୍କୁ ଅଟକ ରଖାଯାଇପାରିବନି’

ନୂଆଦିଲ୍ଲୀ,୧୯ା୩(ପି.ଟି.): ମଧ୍ୟପ୍ରଦେଶରେ ରାଜନୈତିକ ଅଚଳାବସ୍ଥା ଲାଗି ରହିଥିବାବେଳେ ବିଦ୍ରୋହୀ ୧୬ ବିଧାୟକଙ୍କୁ ଚାମ୍ବରରେ ହାଜର ପାଇ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଇସ୍ତଫା ଦେଇଥିବା ବିଧାୟକମାନେ ବିଧାନସଭାରେ...

ଯୁବତୀଙ୍କ ପେଟରୁ ବାହାରିଲା ୭ କେଜି ଓଜରର ଚୁଟି

ରାଞ୍ଚି, ୨।୯: ଝାଡ଼ଖଣ୍ଡର ବୋକାରୋ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ପେଟରୁ ୭...

ଘୁଞ୍ଚିପାରେ ୟୁପି ନିର୍ବାଚନ

ଡେରାଡୁନ୍‌, ୨୫।୧୨:  ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ମହାମାରୀର ତୃତୀୟ ଲହର ସମ୍ଭାବନା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ମାସେ ଦୁଇ ମାସ...

ମେଘାଳୟ-ନାଗାଲାଣ୍ଡରେ ପ୍ରଚାର ଶେଷ: ସୋମବାର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଶିଲଂ/କୋହିମା,୨୫।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ନିର୍ବାଚନର ପ୍ରଚାର ଶନିବାର ଅପରାହ୍ନ ୪ ଟାରେ ଶେଷ ହୋଇଛି। ସୋମବାର ଉଭୟ ରାଜ୍ୟର ୫୫୮...

ବାଇକ୍‌ରେ ଭାରତରୁ ଲଣ୍ଡନ ଯାତ୍ରା କରିବେ ୩ ମହିଳା

ସୁରଟ,୩୧।୫: ଗୁଜରାଟ ସୁରଟର ବାଇକ୍‌ ରାଇଡର୍ସ ଗ୍ରୁପର ୩ ମହିଳା ‘ବାଇକିଂ କୁଇନ୍‌’ ଭାରତରୁ ଲଣ୍ଡନ ଯାତ୍ରା କରିବାକୁ ବାହାରିଛନ୍ତି। ଏହି ଯାତ୍ରା ସମୟରେ ଏମାନେ...

ଓ୍ବାର୍କ ଫ୍ରମ୍‌ ହୋମ୍‌ ପାଇଁ ଲୋକଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୩।୫: ରାଜଧାନୀ ଦିଲ୍ଲୀ ଏବଂ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ରାସ୍ତାଗୁଡିକ ଜଳମଗ୍ନ ହୋଇଯାଇଛି। ଫଳରେ ବ୍ୟାପକ ଟ୍ରାଫିକ୍‌ ସମସ୍ୟା ମଧ୍ୟ ସୃଷ୍ଟି ହୋଇଛି। ଗୁରୁଗ୍ରାମର...

Advertisement
Archives

Model This Week