ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍‌ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌-୨୦୧୯ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍‌ଫିନାଇଟ୍‌’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍‌ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍‌ ସ୍କୁଲ। ଏହା ତଳକୁ ୟୁନିଟ୍‌ ୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌ ୫୩ କରି ଦ୍ୱିତୀୟ ସ୍ଥାନରେ ଥିବାବେଳେ ପୋଖରୀପୁଟ ଡିଏଭି ୪୨ କରି ୩ୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଏବଂ ବିଜେଇମ୍‌ ସ୍କୁଲ ଏହି ରାଉଣ୍ଡରେ କୌଣସି ସ୍କୋର୍‌ କରିପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri