ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍‌ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌-୨୦୧୯ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍‌ଫିନାଇଟ୍‌’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍‌ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍‌ ସ୍କୁଲ। ଏହା ତଳକୁ ୟୁନିଟ୍‌ ୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌ ୫୩ କରି ଦ୍ୱିତୀୟ ସ୍ଥାନରେ ଥିବାବେଳେ ପୋଖରୀପୁଟ ଡିଏଭି ୪୨ କରି ୩ୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଏବଂ ବିଜେଇମ୍‌ ସ୍କୁଲ ଏହି ରାଉଣ୍ଡରେ କୌଣସି ସ୍କୋର୍‌ କରିପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ...

ଆଜି ଚିତାଲାଗି ଅମାବାସ୍ୟା

ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ...

ଭଙ୍ଗା ଗଢ଼ାରେ ଜବରଦଖଲ ଉଚ୍ଛେଦ

ସ୍ଥିତପ୍ରଜ୍ଞ ମିଶ୍ର ଭୁବନେଶ୍ୱର, ୫।୯(ବ୍ୟୁରୋ): ମୁଖ୍ୟ ଡ୍ରେନ ହେଉ ଅବା ସ୍କୁଲ ଆଗ ସବୁଠି ଜବରଦଖଲକାରୀଙ୍କ ରାଜ। ରାସ୍ତାପାଖ ଦୋକାନୀମାନେ ନିଜ ଇଚ୍ଛା ମୁତାବକ ସେମାନଙ୍କ ଦୋକାନ...

ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍‌ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍‌ଗୁଡିକ ଚଳାଚଳ କରୁଛନ୍ତି।...

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା...

ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା

ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ...

ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *