ମେଟଲ୍‌ ମିଟ୍‌-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଛନ୍ତି। ଫାଇନାଲିଷ୍ଟ ଟିମ୍‌ଗୁଡ଼ିକ ମଧ୍ୟରେ ରହିଛନ୍ତି ଭୁବନେଶ୍ୱରର ସାଇ ଇଇଣ୍ଟର ନ୍ୟାସନାଲ ସ୍କୁଲ୍‌, ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ୍‌ ସ୍କୁଲ୍‌, ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌, ଡିଏଭି ପୋଖରୀପୁଟ, ୟୁନିଟ୍‌-୮ ଡିଏଭି ପବ୍ଲିକ ସ୍କୁଲ୍‌, ମଦର୍ସ ପବ୍ଲିକ୍‌ ସ୍କୁଲ୍‌, ରାଉରକେଲାର ସେଣ୍ଟ୍‌ ପଲ୍‌ସ ସ୍କୁଲ୍‌ ଓ କଟକର ସିଡିଏସ୍ଥିତ ଡିଏଭି ପବ୍ଲିକ୍‌ ସ୍କୁଲ୍‌। କୁଇଜ୍‌ମାଷ୍ଟର ଅଜୟ ପୁନିଆ ପ୍ରଥମ ରାଉଣ୍ଡ୍‌ ପ୍ରଶ୍ନୋତ୍ତର ଆରମ୍ଭ କରିଥିବାବେଳେ ’ଓଡ଼ିଶାପୋଷ୍ଟ’ ଏବଂ ’ଧରିତ୍ରୀ’ର ମୁଖ୍ୟକାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏବଂ ସମ୍ପାଦକ ତଥାଗତ ସତପଥୀ ଫାଇନାଲ ପାଇଁ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମେଟଲମିଟ୍‌ -୨୦୧୯ ଫିନାଲେ ଟିମ୍‌: ଜୁନିୟର ଗ୍ରୁପ-

ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ:
ମହାଦୀପ ପାଢ଼ୀ, ଅରୋ ଅମ୍ଳାନ, ଅନୁରାଗ ପଟ୍ଟନାୟକ, ପାରସ ମହାଳିକ

ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ ସ୍କୁଲ:
ସମ୍ବିତ ମିଶ୍ର, ଅନିକେତ ରାଉତ, ଅରୋମିକ ବେହେରା, ନୀତିନ ମିଶ୍ର

ଡି.ଏ.ଭି. ପବ୍ଲିକ ସ୍କୁଲ (ପୋଖରୀପୁଟ):
ଅର୍ପନ୍‌ ଚକ୍ରବର୍ତ୍ତୀ, ଦିବ୍ୟଜ୍ୟୋତି ପାଳ, ହିମାଂଶୁ ନାୟକ, ସାହିଲ ନଗର

ସେଣ୍ଟ ପଲ୍ସ ସ୍କୁଲ (ରାଉରକେଲା):
ସିଦ୍ଧାର୍ଥ ରାଏ, ଅଭିନିତ ଅଗ୍ରଓ୍ବାଲ, ପ୍ରଥମ ଓମ୍‌କାର ପଟ୍ଟନାୟକ, ପ୍ରଭାସ ମହାନ୍ତି

ଡି.ଏ.ଭି. ପବ୍ଲିକ ସ୍କୁଲ (ୟୁନିଟ ୮):
ଅଭିଷେକ ରଥ, ମୋହିତ କୁମାର, ମହମ୍ମଦ ତାନାଇମ୍‌ ଶାରିବ୍‌, ଅଙ୍କିତରାଜ ସାହୁ

ଓଡିଏମ୍‌ ପବ୍ଲିକ ସ୍କୁଲ:
ସଙ୍କେତ ପଟ୍ଟନାୟକ, ଅନିକେତ ଦେ, ଗୌରବ ଦାସ, ପ୍ରିୟାଂଶୁ ପ୍ରଣୟ

ଡି.ଏ.ଭି. ପବ୍ଲିକ ସ୍କୁଲ (ସିଡିଏ, କଟକ):
କ୍ରିଷ୍ଣା ଆଦିତ୍ୟ ମହାନ୍ତି, ଅନୀଶ ମହାନ୍ତି, ପ୍ରଥମେଶ ପରାଗ, ବେଦାନ୍ତ ଗିରି

ମଦର୍ସ ପବ୍ଲିକ ସ୍କୁଲ:
ପ୍ରୟାଗ ମହାନ୍ତି, ଉତ୍କର୍ଷ ପଣ୍ଡା, ଅଭିଷେକ ପଣ୍ଡା, ଦିବ୍ୟାଂଶୁ ମହାନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri