ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର ଉତ୍ତରକୁ ପିଲାମାନେ ଉତ୍ତର ଖାତାରେ ଲେଖିଥିବା ବେଳେ ଏବେ ରେଜଲ୍ଟକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ଏହା ମଧ୍ୟରେ ସିନିୟର ପ୍ରିଲିମ୍ସ ରାଉଣ୍ଡ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ସିନିୟରମାନେ ନୂଆ କୁଇଜ୍‌ ମାଷ୍ଟରଙ୍କ ପ୍ରଶ୍ନକୁ କିଭଳି ସାମ୍ନା କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି।


ପ୍ରକାଶଯୋଗ୍ୟ, ସ୍ଥାନୀୟ ସ୍ବସ୍ତି ପ୍ରିମିୟମ ହୋଟେଲରେ ମେଟଲ୍‌ ମିଟ୍‌ର ପ୍ରିଲିମ୍ସ ରାଉଣ୍ଡ ହେଉଥିବା ବେଳେ ରବିବାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ପ୍ରମୁଖ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ସକାଳ ୮ଟାରୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri