Posted inଜାତୀୟ

ମେଟ୍ରୋ ଟ୍ରେନ୍‌ରେ ଠିଆ ହୋଇ ଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜଳ ଓ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରୁଥିବାର ଏକ ଫଟୋ ସୋସିଆଲ୍‌ ମିଡ଼ିଆରେ ଶେୟାର ହୋଇଛି। ସିଟ୍‌ ନ ମିଳିବାରୁ ସେ ଛିଡ଼ା ହୋଇ ଯାତ୍ରା କରିଥିଲେ। ତାଙ୍କୁ ଫରିଦାବାଦ୍‌ ଯିବାର ଥିଲା। ସେ ମେଟ୍ରୋ ଟ୍ରେନ୍‌ରେ ଗନ୍ତବ୍ୟସ୍ଥଳ ପର୍ଯ୍ୟନ୍ତ ଯାତ୍ରା କରି ପରେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦିଲ୍ଲୀ ବାହାରକୁ ଯାତ୍ରା କରିଥିଲେ। ମଙ୍ଗଳବାର ରାତିରେ ମନ୍ତ୍ରୀଙ୍କ ସହିତ  ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରିଥିବା  କର୍ମଚାରୀ ଟୁଇଟ୍‌ କରିଛନ୍ତି। ଏହା ଏକ ସୁନ୍ଦର ଯାତ୍ରା ଥିଲା ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ...

ଲାହୋଲରେ ୧୭୫ କିଲୋମିଟର ମଧ୍ୟରେ ନାହିଁ ସେଲୁନ!

ଉଦୟପୁର,୨୬ ।୧: ହିମାଚଳପ୍ରଦେଶର ଲାହୋଲରେ ଛୋଟ ପିଲା, ଯୁବକ, ବୃଦ୍ଧ ହେୟାର ଷ୍ଟାଇଲ କରିବାକୁ ଟ୍ରିମର ଉପରେ ନିର୍ଭର କରିଥାଆନ୍ତି । ସେଥିପାଇଁ ସେଠାରେ ମିଳିଥିବା...

୨୦୨୪ ସୁଦ୍ଧା ୧୦୦ ନୂଆ ବିମାନ ବନ୍ଦର; ଯାତ୍ରା କରିବ ୧୫୦ରୁ ଅଧିକ ଟ୍ରେନ୍‌

ନୂଆଦିଲ୍ଲୀ,୧।୨: ଚଳିତ ବର୍ଷର ବଜେଟ୍‌ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଉପସ୍ଥାପନ କରିଛନ୍ତି। ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବହୁ ଯୋଜନା...

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ...

ସମୟ ସହିତ ନିଜର ପରିବର୍ତ୍ତନ ଜରୁରୀ…

ଅହମଦାବାଦ, ୨୧।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର  ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସିଭିଲ୍‌ ସର୍ଭିସ୍‌ ଡେ ଅବସରରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା...

ବଜାରରେ ମିଳିବ କରୋନା ଟିକା!

ନୂଆଦିଲ୍ଲୀ,୨୦ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର ସବଜେକ୍ଟ ଏକ୍ସପର୍ଟ କମିଟି(ଏସ୍‌ଇସି) ବୁଧବାର ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଓ ଭାରତ ବାୟୋଟେକର କରୋନା...

ଆର୍‌ବିଆଇ ଦେଲା ବଡ଼ ଝଟ୍‌କା, ରେପୋ ରେଟ୍‌ ୪.୪୦ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବଡ଼ ଝଟ୍‌କା ପ୍ରଦାନ କରାଯାଇଛି। ରେପୋ ରେଟ୍‌ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ୪.୪୦...

ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍‌ ପଲିସ୍‌ କଲେ ଲଣ୍ଡ୍ରି ମାଲିକ

ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍‌...

Advertisement
Archives

Model This Week