Posted inଖେଳ

ମେଡିକାଲରୁୁ ଡିସ୍‌ଚାର୍ଜ ହେଲେ ଲାରା

ମୁମ୍ବାଇ,୨୬।୬- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ମେଡିକାଲରୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ଛାତିରେ ଯନ୍ତ୍ରଣା ହେଉଥିବାରୁ ସେ ମଙ୍ଗଳବାର ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍‌ ଅଛି ବୋଲି ମେଡିକାଲର ପ୍ରବକ୍ତା ପାରଗ ଧୁର୍କେ କହିଛନ୍ତି। ଦେଶର ଆର୍ଥିକ ରାଜଧାନୀଠାରେ ଲାରା ବିଶ୍ୱକପ୍‌ ପ୍ରସାରଣକାରୀ ଚ୍ୟାନେଲ ଷ୍ଟାର ସ୍ପୋଟର୍‌ସ ଲାଗି ବିଶେଷଜ୍ଞ ଭାବେ କାର୍ଯ୍ୟ କରୁଛନ୍ତି। ଏହି ପୂର୍ବତନ କ୍ରିକେଟର ୨୦୦୭ରେ ଓ୍ବେଷ୍ଟଇଣ୍ଡିଜ ବିଶ୍ୱକପ୍‌ରୁ ବିଦାୟ ନେବା ପରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭର୍ଚୁଆଲ ଜାତୀୟ କ୍ରୀଡ଼ା ପୁରସ୍କାର ଉତ୍ସବ ଆୟୋଜନ: ସରକାରଙ୍କ ପ୍ରୟାସକୁ ଆଥଲେଟ୍‌ଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୮।୮(ପି.ଟି.): ସିଧାସଳଖ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରିବା ନିଶ୍ଚିତ ଭାବେ ସନ୍ତୋଷଜନକ। କିନ୍ତୁ କୋଭିଡ୍‌-୧୯ ମହାମାରୀ କାରଣରୁ ଏଥର ଏହା ସମ୍ଭବ ହୋଇପାରିନି। ମହାମାରୀ ପାଇଁ...

ଟସ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)...

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟର ସମ୍ମୁଖୀନ ହୋଇପାରନ୍ତି ମେରୀକମ୍‌

ନୂଆଦିଲ୍ଲୀ,୧୬।୮: ଚଳିତବର୍ଷ ବିଭିନ୍ନ ଖେଳ ପୁରସ୍କାର ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଗଠିତ ହୋଇଥିବା ଚୟନ କମିଟି କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠିଛି। ଏହି କମିଟିରେ...

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ- ରେଡ୍‌ ମ୍ୟାଚ୍‌ ଡ୍ର

ବେଙ୍ଗାଲୁରୁ,୧।୯(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଇଣ୍ଡିଆ ଗ୍ରୀନ୍‌ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ଅନୁଷ୍ଠିତ ୪ ଦିନିଆ ଦୁଲୀପ ଟ୍ରଫି...

ସିନ୍ଧୁ, ସାଇନା, ଶ୍ରୀକାନ୍ତଙ୍କୁ ସାହାଯ୍ୟ କରିବେ କୋଚ୍‌ ସାଣ୍ଟୋସୋ

ନୂଆଦିଲ୍ଲୀ,୨୮।୨- ଇଣ୍ଡୋନେସିଆର କିମ୍ବଦନ୍ତୀ କୋଚ ଅଗୁସ ଡ୍ବି ସାଣ୍ଟୋସୋ ବହୁ ବିଶ୍ୱ ଚାମ୍ପିୟନ ଓ ଅଲିମ୍ପିକ୍ସ ପଦକଧାରୀ ଶଟଲର ସୃଷ୍ଟି କରିଛନ୍ତି। ଆଗାମୀ କିଛି ସପ୍ତାହରେ...

ଆଖିରେ କପଡା ବାନ୍ଧି ଏହିଭଳି ଖାଦ୍ୟ ଚିହ୍ନିଲେ ଇର୍ଫାନ, ହରଭଜନ

ଇନ୍ଦୋର,୮।୧: ଭାରତ-ଶ୍ରୀଲଙ୍କା ଭିତରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଇନ୍ଦୋରରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ତେବେ ଏହା ପୂର୍ବରୁ...

ଆଇପିଏଲ୍‌: ପଞ୍ଜାବ- ବାଙ୍ଗାଲୋର ମୁକାବିଲା

ଦୁବାଇ,୨୪।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଷଷ୍ଠ ମ୍ୟାଚରେ ଗୁରୁବାର ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ...

ପଂଘାଲଙ୍କୁ ସ୍ବର୍ଣ୍ଣ, ମହିଳାରେ ପୂଜା ଶ୍ରେଷ୍ଠ

ବ୍ୟାଙ୍କ୍‌କ, ୨୭ା୪ (ପି.ଟି.)-ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ଭରତୀୟ ପ୍ରତିଯୋଗୀମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଅମିତ ପଂଘାଲ(୫୨କେଜି) ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ପୂଜା ରାଣୀ (୮୧କେଜି)...

Advertisement
Archives

Model This Week