ମେଡିକାଲରୁ ଆଉ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୮ା୯: ଭଦ୍ରକ ଜିଲା ଚିକିତ୍ସାଳୟରୁ ଶନିବାର ଆଉ ୨ ଦଲାଲଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ରାଜ୍ୟ ସରକାର ମେଡିକାଲ ଓ ଆର୍‌ଟିଓକୁ ଦଲାଲମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ ପୋଲିସ ତତ୍ପର ହୋଇଉଠିଛି। ଏହାପୂର୍ବରୁ ୬ ଦଲାଲଙ୍କୁ ଗିରଫ କରାଯାଇଥିଲା। ଶନିବାର ଗିରଫ ହୋଇଥିବା ୨ ଜଣଙ୍କ ମଧ୍ୟରୁ ଜଣେ ମହିଳା ଥିବା ଜଣାପଡ଼ିଛି। ଗିରଫ ଦୁଇଜଣ ହେଲେ ଗ୍ରାମାଞ୍ଚଳ ଥାନା ଅଧୀନ ରାଜପୁର ଗାଁର ସୁଭାଷିନୀ ସାହୁ ଓ କୁଅଁାସ ଗ୍ରାମର ସାଗର ମୁଖୀ। ଗିରଫ ସାଗର ଜଣେ ଅଟୋ ଚାଳକ ବୋଲି ଜଣାପଡ଼ିଛି। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଟାଉନ ଥାନାରେ ମାମଲା(ନଂ.୨୯୦/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ...

୫ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍‌ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ...

ଯାଜପୁରରୁ ଆସି ନିଶ୍ଚିନ୍ତକୋଇଲିରେ ଉପଦ୍ରବ କଲା ହାତୀ, ୧୦୦ ହେକ୍ଟରରୁ ଅଧିକ ଧାନଜମି ନଷ୍ଟ

ନିଶ୍ଚିନ୍ତକୋଇଲି,୨୩ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଫଗୋଳ, ଜିଗ୍ନିପୁର,ଜୟରାମପୁର ଓ ରାମକୃଷ୍ଣପୁର ପଞ୍ଚାୟତ ସଂଲଗ୍ନ ଥିବା ହାଡ଼ଖାଇ ପାଟ ଧାନ କ୍ଷେତରେ ଶନିବାର ସକାଳୁ ଏକ...

ଟିଟୋ ଗ୍ୟାଙ୍ଗ୍‌ର ୪ ଗିରଫ

କଟକ ଅଫିସ,୨୮।୭: ଟିଟୋ ଗ୍ୟାଙ୍ଗ୍‌ ସହ ସମ୍ପୃକ୍ତ ଥିବା ୪ ଜଣ କୁଖ୍ୟାତ ଅଭିଯୁକ୍ତଙ୍କୁ ଚାଉଳିଆଗଞ୍ଜ ଥାନା ପୋଲିସ ଗିରଫ କରିଛି। ଡକାୟତି ପାଇଁ ଯୋଜନା...

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ...

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି...

୨୦ରୁ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ କରାଯାଇଛି । ଆସନ୍ତା...

ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭-  ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ।...

Advertisement
Archives

Model This Week