ମେଡିକାଲ ପରିସରରେ ନାଗ

ଭଣ୍ଡାରିପୋଖରୀ, ୩ା୪ (ଡ଼ି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଗୁରୁବାର ଅପରାହ୍ନରେ ଏକ ନାଗ ସାପ ଉଦ୍ଧାର କରାଯାଇଛି। ପ୍ରାୟ ୫ ଫୁଟ ଲମ୍ବର ଏହି ସାପଟି ମେଡିକାଲ ପରିସରରେ ବୁଲୁଥିବା ବେଳେ ଲୋକଙ୍କ ନଜରକୁ ଆସିଥିଲା। ଖବରପାଇ ଭଦ୍ରକର ସାପ ଧରାଳୀ ସେକ ମିର୍ଜା ପହଞ୍ଚି ସାପଟିକୁ ଧରି ସାଙ୍ଗରେ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଗୁଣ୍ଠେ ଜମି ମିଳୁନିି, ଶିଳ୍ପ ସଂସ୍ଥାକୁ ୮୦ ଏକର

ଚଣ୍ଡିଖୋଲ,୪ା୮(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ କଳକଳାରାସ୍ତାର ବୈରୀଠାରେ ନିର୍ମାଣ ହେବାକୁ ଯାଉଛି ଏକ ସିମେଣ୍ଟ କାରଖାନା। ଏହି କାରଖାନା ପାଇଁ ସରକାରଙ୍କ ପକ୍ଷରୁ ୮୦...

୩ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ, ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ଦାବିପତ୍ର

ପାଟପୁର,୨୨ା୫- ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ୩ ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମବାସୀ ପାଣି ପାଇଁ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା

କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ମଣ୍ଡିରୁ କିଣାଯାଉନି ଧାନ, ଚାଷୀ ନିରାଶ

କାଶୀନଗର,୨୩।୧: ଗତ ଡିସେମ୍ବର ୩୧ ତାରିଖରୁ ମିଲରମାନେ ମଣ୍ଡିରୁ ଧାନ କିଣୁ ନ ଥିବା କାଶୀନଗର ବ୍ଲକ ବଥବା ଗ୍ରାମର ଚାଷୀମାନେ ଶୁକ୍ରବାର ଅଭିଯୋଗ କରିଛନ୍ତି...

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା...

ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଚାଲିଗଲା ବାପ-ପୁଅଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୩୦।୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ବନ୍ଧବାହାଲ-ବେଲପାହାଡ଼ ମୁଖ୍ୟରାସ୍ତା ଯୋରାବଗା ଛକ ନିକଟରେ ଗୁରୁବାର ରାତି ୮ଟାରେ ଏକ ପିକଅପ୍‌ ଭ୍ୟାନ୍‌ ମୋପେଡ...

ଜମି ଅଧିଗ୍ରହଣରେ ପାଦେ ଆଗେଇଲା

ଯାଜପୁର ଅଫିସ,୯।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ...

ରାସ୍ତାକଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ପଦ୍ମପୁର, ୩୦।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର-ବିରସ ରାସ୍ତାପାର୍ଶ୍ୱ ପାଇକ ସାହି ଛକ ନିକଟ ନାଳରୁ ଶୁକ୍ରବାର ସକାଳେ ଜଣେ ଯୁବତୀଙ୍କ ମୃତଦେହ...

Advertisement
Archives

Model This Week