ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ ୫୮୧, ରୁପାଲି ଭରଦ୍ୱାଜ ୫୮୦, ଅମିତ କୁମାର ସାହୁ ୫୭୯, ଅଭିଲିପ୍ସା ସ୍ବାଇଁ ୫୬୩, ସୌମ୍ୟରଞ୍ଜନ ସାହୁ ୫୪୧, ଲିଙ୍କନ କୁମାର ପରିଡ଼ା ୪୯୭, ଶାସ୍ବତ କୁମାର ସାହୁ ୪୯୭ ମାର୍କ ରଖି ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ମେଡିକାଲ କଲେଜରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟ ଦ୍ୱାରା ପରିଚାଳିତ ଇଟେକ୍‌ ଏନଟ୍ରାନ୍ସ କ୍ଲାସ ମାଧ୍ୟମରେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ କୋଚିଂ ବ୍ୟବସ୍ଥା କରାଯାଇଥିଲା। ସଫଳତା ପାଇଥିବା ପିଲାଙ୍କୁ କଲେଜ ଅଧ୍ୟକ୍ଷ ଡ. ସୁରେଶ ମିଶ୍ର ଶୁଭେଚ୍ଛା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୨ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ଅନ୍ତର୍ଗତ ଇଟାପ ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ିଯାଇ ୨ଜଣ ଶିଶୁଙ୍କ...

ପିଅନ ସମ୍ଭାଳୁଛନ୍ତି ପ୍ରାଣୀଧନ ସେବା

ପରଜଙ୍ଗ, ୨୬।୭(ଡି.ଏନ୍‌.ଏ.) କେଉଁଠି ଫାଟୁଆ ତ ଆଉ କେଉଁଠି ବ୍ୟାପିଲାଣି ବଜବଜିଆ ଭଳି ସଂକ୍ରାମକ ରୋଗ। ରୋଗାକ୍ରାନ୍ତ ଗୃହପାଳିତ ପ୍ରାଣୀମାନେ ଯନ୍ତ୍ରଣାରେ କଲବଲ ହେଉଛନ୍ତି। ହେଲେ...

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ...

୮ଜଣଙ୍କୁ ବାନ୍ଧିଲା ପୋଲିସ

ଢେଙ୍କାନାଳ ଅଫିସ, ୫।୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ଇନ୍ଦିପୁର ଗୁଣ୍ଡୁରାପଶି ପଥର ଖଣିରେ ଚଢ଼ାଉ ବେଳେ ପ୍ରଶାସନିକ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ପୋଲିସ...

ବଳଦିଆବନ୍ଧ ଲୁଟ୍‌ ଘଟଣାରେ ୩ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧର ସାଇପ୍ରସାଦ ଦାସଙ୍କ ଘରୁ ଗତ ଫେବୃୟାରୀ ୧୧ରେ ହୋଇଥିବା ଲୁଟ୍‌ ଘଟଣାର ଦେଢ଼ମାସ ପରେ ପୋଲିସ...

ଶାଖା କେନାଲ ରାସ୍ତା ଶୋଚନୀୟ

ପରଜଙ୍ଗ, ୮।୪(ଡି.ଏନ୍‌.ଏ.) ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଶୋଚନୀୟ ହୋଇପଡ଼ିଛି ରେଙ୍ଗାଳି ବାମପାର୍ଶ୍ୱ ମୁଖ୍ୟ କେନାଲରୁ ବାହାରିଥିବା ଶାଖା କେନାଲ ରାସ୍ତା। ଶତାଧିକ ଚାଷୀ ଏବଂ ଗ୍ରାମବାସୀଙ୍କ...

୭ ବର୍ଷର ରାକେଶଙ୍କ ଦୁଇ କିଡ୍‌ନୀ ନଷ୍ଟ: ଚିକିତ୍ସା ସହାୟତା ଲୋଡ଼ିଲା ପରିବାର

ଭୁବନ, ୨୧।୬(ଡି.ଏନ.ଏ.)-ଜୀବନ କ’ଣ ଜାଣିବା ଆଗରୁ ଦାରୁଣ ହୋଇଛି ସମୟ। ମାତ୍ର ୭ବର୍ଷ ବୟସରେ ଉଭୟ କିଡ୍‌ନୀ ହରାଇଛନ୍ତି ଅବୋଧ ଶିଶୁ ରାକେଶ। ଦୀର୍ଘ ୫ବର୍ଷ...

ଏକୁଲରେ ଖୁବ୍‌ଶୀଘ୍ର ବିଏସ୍‌ଏନ୍‌ଏଲ୍‌ ସେବା

କାମାକ୍ଷାନଗର, ୧୯।୧୨(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ କାନ୍ତୋଲ ପଞ୍ଚାୟତର କଳେବର ବଦଳାଇବାକୁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରୟାସ। ଶନିବାର ଜିଲାପାଳ ସରୋଜ...

Advertisement
Archives

Model This Week