ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପରମାନନ୍ଦପୁରର ଛନ୍ଦାଚରଣ ଓରଫ ଚମାର ରାଉତ (୩୫)। ତାଙ୍କଠାରୁ ପୋଲିସ ୩ଟି ମୋବାଇଲ ଓ ଗୋଟିଏ ବାଇକ୍‌ ଜବତ କରିଛି।
ପ୍ରକାଶ ଯେ, ଭବାନୀପାଟଣା ସହର ନକଟିଗୁଡ଼ା ନିକଟ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଗତ ସେପ୍ଟେମ୍ବର ୨୦ ତାରିଖରେ ୨ଟି ମୋବାଇଲ ଓ ୪ ହଜାର ଟଙ୍କା ଚୋରି ହୋଇଥିଲା। ଏ ନେଇ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏସ୍‌ଆଇ ଶିବପ୍ରସାଦ ଭଦ୍ର ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଗ୍ରାମ୍ୟରାସ୍ତାର ହେବ ଉନ୍ନତୀକରଣ

ଭୁବନ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ...

ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ...

ବିବାହ ଉତ୍ସବକୁ ଆସିଥିଲେ: ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଜୀବନ

କୋକସରା,୨।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍‌ ତାର...

୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର...

ଟିପ ମାରି ଉଠାଇନେଲେ ଟଙ୍କା

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତରେ ଥିବା ଗ୍ରାହକ ସେବା କେନ୍ଦ୍ର (କିଓସ୍କ)ରେ ବ୍ୟାପକ ଅର୍ଥ ହେରଫେର ହୋଇଛି। ନକଲି...

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ...

ପ୍ରାଣୀଧନ ଚିକିତ୍ସାକୁ ଉପେକ୍ଷା

ବଅଁରପାଳ,୨୯।୬(ଡି.ଏନ.ଏ.) – ଗ୍ରାମାଞ୍ଚଳ ଅର୍ଥନୀତି ସୁଦୃଢ଼ୀକରଣରେ ପ୍ରାଣୀ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି କାରଣରୁ ଅଧିକରୁ ଅଧିକ ପ୍ରାଣୀଧନ ପାଳନ ପାଇଁ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ...

ଚିଲିକା ସୁରକ୍ଷାକୁ ଗୁରୁତ୍ବ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଚିଲିକା ଉପରେ ନିର୍ଭର କରୁଥିବା ମତ୍ସ୍ୟଜୀବୀଙ୍କୁ ଡଙ୍ଗା, ଜାଲ ଏବଂ ଡଙ୍ଗା ଇଞ୍ଜିନ ଯୋଗାଇ ଦିଆଯିବ। ଏହାସହ ୩ ସମୁଦ୍ର କୂଳବର୍ତ୍ତୀ ଜିଲାର ୧୮୬...

Advertisement
Archives

Model This Week