ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଗୁଆଘିଅ ଖାଇବା ଦ୍ୱାରା ମେଦବହୁଳତା ସମସ୍ୟାରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି। ଏହା କର୍କଟ ରୋଗ ଆଶଙ୍କା ମଧ୍ୟ ଦୂର କରେ। ଗୁଆଘିଅ ଖାଇବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ଫଳରେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ। ଗୁଆଘିଅ ଶରୀରରୁ କର୍କଟ ରୋଗ ସୃଷ୍ଟିକାରୀ କାର୍ସିନୋଜେନକୁ ପ୍ରତିରୋଧ କରିବା ଲାଗି ଏକ ପ୍ରକାର ଏନ୍‌ଜାଇମ୍‌ ତିଆରି କରେ। ଅନ୍ୟପକ୍ଷରେ କାର୍ସିନୋଜେନକୁ କ୍ରିୟାଶୀଳ କରୁଥିବା ତତ୍ତ୍ୱକୁ ଗୁଆଘିଅ ହ୍ରାସ କରେ। ଗୁଆଘିଅରେ ଥିବା କନ୍‌ଜୁଗେଟଡ୍‌ ଲିନୋଲିକ୍‌ ଏସିଡ୍‌(ସିଏଲଏ) ଭେଜିଟେବୁଲ ଅଏଲ ଅପେକ୍ଷା ଅଧିକ ସ୍ବାସ୍ଥ୍ୟପ୍ରଦ। ଭେଜିଟେବୁଲ ଅଏଲରେ ଥିବା ଅନସାଚ୍ୟୁରେଟେଡ୍‌ ଫ୍ୟାଟି ଏସିଡ୍‌ ଡିଏନଏକୁ କ୍ଷତି ପହଞ୍ଚାଏ। ମାତ୍ର ଗୁଆଘିଅ ଖାଇବା ଦ୍ୱାରା ଏହା ସୁରକ୍ଷିତ ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍‌ ହେବା ଜରୁରୀ

ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍‌ ଭାବରେ ଯତ୍ନ ନ…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

ଏସବୁ ଲକ୍ଷଣ ଦେଖାଯାଉଛି କି, ହୋଇପାରେ କିଡନୀ ଡ୍ୟାମେଜ୍‌

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ଅଧିକ ସମୟ ଭିଡିଓ ଗେମ୍‌ ଖେଳୁଛନ୍ତି କି, ହୋଇଯାନ୍ତୁ ସାବଧାନ: ହୋଇପାରେ…

ଭିଡିଓ ଗେମ ଖେଳିବାରେ କେବଳ ଛୋଟ ପିଲାମାନେ ନୁହନ୍ତି ବରଂ ଏଥିରେ ଯୁବପିଢ଼ି ବି ପଛରେ ପଡିନାହାନ୍ତି। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ ସତ ହେଲେ,…

ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି…

ଗ୍ରହଣ ଦିନ ଜନ୍ମିତ ଶିଶୁ ଶୁଭ ନା ଅଶୁଭ? ସତ ଜାଣିଲେ ହୋଇଯିବେ ତାଜୁବ

ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ହୁଏ। ଏହି ବର୍ଷ, ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ 3, ଫାଲଗୁନ ମାସର ପୂର୍ଣ୍ଣିମା ଦିନ ହେବ। ଚନ୍ଦ୍ରଗ୍ରହଣ ଅପରାହ୍ନ 3:20 ରେ…

Holi 2026: ଏହି ଭୟଙ୍କର ଯୋଗରେ ପାଳିବେ ହୋଲି, ୪ରାଶି ହୋଇଯାଆନ୍ତୁ ସତର୍କ!

ହୋଲି ପର୍ୱକୁ ଅତ୍ୟନ୍ତ ପବିତ୍ର ଏବଂ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ। ଏହି ବର୍ଷ, ମାର୍ଚ୍ଚ ୪ ତାରିଖରେ ସାରା ଦେଶରେ ହୋଲି ପାଳନ କରାଯିବ। ଏହି…

ମାନସିକ ସ୍ବାସ୍ଥ୍ୟ: ୬୦ତମ ସ୍ଥାନରେ ଭାରତୀୟ ଯୁବବର୍ଗ

ନୂଆଦିଲ୍ଲୀ,୨୮ା୨: ମାନସିକ ସ୍ବାସ୍ଥ୍ୟ ମାପକାଠି (ଏମ୍‌ଏଚ୍‌କ୍ୟୁ) ସ୍କୋରରେ ଭାରତୀୟ ଯୁବବର୍ଗ ନିମ୍ନମାନର ପ୍ରଦର୍ଶନ କରିଛନ୍ତି। ୮୪ଟି ଦେଶକୁ ନେଇ କରାଯାଇଥିବା ବୈଶ୍ୱିକ ସ୍ବାସ୍ଥ୍ୟ ଅଧ୍ୟୟନରେ ଭାରତୀୟ ଯୁବପିଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri