ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଗୁଆଘିଅ ଖାଇବା ଦ୍ୱାରା ମେଦବହୁଳତା ସମସ୍ୟାରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି। ଏହା କର୍କଟ ରୋଗ ଆଶଙ୍କା ମଧ୍ୟ ଦୂର କରେ। ଗୁଆଘିଅ ଖାଇବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ଫଳରେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ। ଗୁଆଘିଅ ଶରୀରରୁ କର୍କଟ ରୋଗ ସୃଷ୍ଟିକାରୀ କାର୍ସିନୋଜେନକୁ ପ୍ରତିରୋଧ କରିବା ଲାଗି ଏକ ପ୍ରକାର ଏନ୍‌ଜାଇମ୍‌ ତିଆରି କରେ। ଅନ୍ୟପକ୍ଷରେ କାର୍ସିନୋଜେନକୁ କ୍ରିୟାଶୀଳ କରୁଥିବା ତତ୍ତ୍ୱକୁ ଗୁଆଘିଅ ହ୍ରାସ କରେ। ଗୁଆଘିଅରେ ଥିବା କନ୍‌ଜୁଗେଟଡ୍‌ ଲିନୋଲିକ୍‌ ଏସିଡ୍‌(ସିଏଲଏ) ଭେଜିଟେବୁଲ ଅଏଲ ଅପେକ୍ଷା ଅଧିକ ସ୍ବାସ୍ଥ୍ୟପ୍ରଦ। ଭେଜିଟେବୁଲ ଅଏଲରେ ଥିବା ଅନସାଚ୍ୟୁରେଟେଡ୍‌ ଫ୍ୟାଟି ଏସିଡ୍‌ ଡିଏନଏକୁ କ୍ଷତି ପହଞ୍ଚାଏ। ମାତ୍ର ଗୁଆଘିଅ ଖାଇବା ଦ୍ୱାରା ଏହା ସୁରକ୍ଷିତ ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଇଏ ବି ପ୍ରେମ !

ଏକ ଶାଶ୍ୱତ, ନିଃସ୍ବାର୍ଥ ଓ ଦୃଢ଼ ବିଶ୍ୱାସର ପ୍ରତୀକ ହେଉଛି ପ୍ରେମ; ଯାହାକି ଦୁଇଟି ଅଚିହ୍ନା ଅଜଣା ମଣିଷ ଭିତରେ ଗଢ଼ିପାରେ ଏକ ନିବିଡ଼ ସମ୍ପର୍କର...

୫୦ ବର୍ଷ ବୟସ ପୂର୍ବରୁ ଟାଇପ୍‌ ୨ ଡାଇବେଟିସ୍‌କୁ ଚିହ୍ନିହେବ

ଡାଇବେଟିସ୍‌ ବା ମଧୁମେହ ଏକ ନିରବଘାତି ରୋଗ ବୋଲି କୁହାଯାଇଥାଏ। କାରଣ ସମସ୍ତଙ୍କର ଧାରଣା ରହିଛି ଯେ ୫୦ବର୍ଷ ପାଖାପାଖି ହେଲେ ଡାଇବେଟିସର ଲକ୍ଷଣ ପ୍ରକାଶ...

ଚର୍ମ ରୋଗର ଆୟୁର୍ବେଦୀୟ ଉପଚାର

”ଅତ୍ୟଧିକ ଆମିଷ ଦ୍ରବ୍ୟ ସେବନ, ଅପରିଷ୍କାର ରହିଲେ ବା ପ୍ରତ୍ୟହ ସଫା ଲୁଗାପଟା ନ ପିନ୍ଧିଲେ, ଗାଁ ଗହଳିରେ ଥିବା ଅପରିଷ୍କାର ଦଳ ଭର୍ତ୍ତି ଗାଡ଼ିଆ...

ଗ୍ୟାସ୍‌ ବଞ୍ଚାଇବାକୁ ଚାହୁଁଥିଲେ..

ରୋଷେଇ ଆରମ୍ଭ କରିବା ପୂର୍ବରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଏକାଠିକରି ରଖନ୍ତୁ। ଏହାଦ୍ୱାରା ଉଭୟ ଗ୍ୟାସ୍‌ ଓ ସମୟ ବଞ୍ଚିଥାଏ। ଥଣ୍ଡା କ୍ଷୀର, ପନିପରିବା ଏବଂ...

ଉପକାରୀ ଆମ୍ବପତ୍ର

ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍‌। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ...

ଏ ସବୁ ଲୋକଙ୍କୁ ରସୁଣ ଖାଇବା ମନା

ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି  ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍‌ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି ମିଳିଥାଏ। କିନ୍ତୁ...

ମହିଳାଙ୍କୁ ସ୍ବାବଲମ୍ବୀ କରିବାର ଲକ୍ଷ୍ୟ

ସ୍ବାବଲମ୍ବୀ ହେବାକୁ ତାଙ୍କ ଭିତରେ ଥିଲା ଆତ୍ମବିଶ୍ୱାସ। ତେଣୁ ଘର କଣରେ ବସି ନ ରହି ନିଜ ସ୍ବପ୍ନକୁ ସାକାର କରିବାକୁ ସେ ଅଣ୍ଟା ଭିଡ଼ିଲେ।...

ସାବଧାନ! ସମୁଦ୍ରରେ ସ୍ନାନ କଲେ ହୋଇପାରେ ଏହିସବୁ ରୋଗ

ଅଧିକାଂଶ ଲୋକ ସମୁଦ୍ରରେ ସ୍ନାନ କରିବାକୁ ପସନ୍ଦ କରିଥାନ୍ତି। ମାତ୍ର ଏହାଦ୍ୱାରା ଶରୀରରେ କ’ଣ କ୍ଷତି ହୋଇଥାଏ ସେ ସମ୍ପର୍କରେ ଖୁବ୍‌ କମ୍‌ ଲୋକ ଜାଣିଛନ୍ତି।...

Advertisement
Archives

Model This Week