ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ। କ୍ଷୀର ପିଇଲେ ମେଦବହୁଳତା ହୋଇଥାଏ ବୋଲି କେତେକ ବିଶ୍ୱାସ କରିଥାନ୍ତି। ତେବେ ପ୍ରତିଦିନ ସକାଳେ ଅଧାଗ୍ଲାସେ ଥଣ୍ଡା କ୍ଷୀର ପିଇଲେ ତଳିପେଟରେ ଚର୍ବି ଜମିବା କମିଥାଏ। ଥଣ୍ଡା କ୍ଷୀରରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଆଣ୍ଟି ଏଜିଂ ଉପାଦାନ ଭାବେ କାର୍ଯ୍ୟ କରେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟାସିନ ମଲିକଙ୍କ ସମର୍ଥନରେ ବାହାରିଲେ ଆଫ୍ରିଦି: ଅମିତ୍‌ ମିଶ୍ର ଦେଲେ ମୁହଁତୋଡ଼ ଜବାବ

ନୂଆଦିଲ୍ଲୀ, ୨୫।୫: ଆତଙ୍କବାଦୀ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ନେଇ ପାକିସ୍ତାନର ପୂର୍ବତନ କ୍ରିକେଟର...

ସମୀର ୱାଖେଡେଙ୍କୁ ବମ୍ବେ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୮।୬: ଏନସିବି ମୁମ୍ବାଇର ପୂର୍ବତନ ଜୋନାଲ ନିର୍ଦ୍ଦେଶକ ସମୀର ୱାଖେଡେଙ୍କୁ ବମ୍ବେ ହାଇକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସିବିଆଇ ଦ୍ୱାରା ପଞ୍ଜୀକୃତ ହୋଇଥିବା ଚୋରା ଚାଲାଣ...

ଜମ୍ମୁ-କଶ୍ମୀରର ୩ ଫଟୋଜର୍ନାଲିଷ୍ଟଙ୍କୁ ପୁଲିଜର ପୁରସ୍କାର

ନୂଆଦିଲ୍ଲୀ,୬ା୫: ବିଶ୍ୱରେ ମହାମାରୀ କରୋନା ସଂକ୍ରମିତ କରିଥିବାବେଳେ ଚଳିତବର୍ଷର ପୁଲିଜର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସୋମବାର ରାତିରେ ଅନ୍‌ଲାଇନ୍‌ରେ ଏହା ଘୋଷଣା କରାଯାଇଛି।...

ଭାରତୀୟଙ୍କ ଭିଜା ଆବେଦନକୁ ସ୍ଥଗିତ ରଖିନାହିଁ ସ୍ବିଜରଲ୍ୟାଣ୍ଡ, ସଫେଇ ଦେଲା ଭାରତର ସ୍ବିସ ଦୂତାବାସ

ନୂଆଦିଲ୍ଲୀ,୩।୮: ଭାରତରେ ସ୍ବିଜରଲ୍ୟାଣ୍ଡର ଦୂତାବାସ ଭାରତୀୟ ଟୁର୍‌ ଗ୍ରୁପ ପାଇଁ ସ୍କେଙ୍ଗେନ ଭିସା ନିଯୁକ୍ତିକୁ ସ୍ଥଗିତ ରଖିନାହିଁ। ଏହି ସୂଚନା ଭାରତରେ ସ୍ବିଜରଲ୍ୟାଣ୍ଡ ଦୂତାବାସର ମୁଖପାତ୍ର...

ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ: ଗତ ୨୪ ଘଣ୍ଟାରେ ପାଖାପାଖି ୫୦ହଜାର ପଜିଟିଭ କେସ୍‌

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରତିଦିନ ହୁ ହୁ ହୋଇ ବଢ଼ିବା ସହ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ...

ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ

ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍‌ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର...

ଯବାନଙ୍କୁ ସଲାମ: ଆଣ୍ଠୁଏ ବରଫରେ କରୁଛନ୍ତି ପ୍ରାଟୋଲିଂ

ନୂଆଦିଲ୍ଲୀ,୧୭।୨: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି)ର ଯବାନମାନେ ଉତ୍ତରାଖଣ୍ଡ ହିମାଳୟର ଚାରିପାଖରେ ଶୂନ ଡିଗ୍ରୀ ତାପମାତ୍ରାରେ ପାଟ୍ରୋଲିଂ କରୁଥିବା ଦେଖିବାକୁ ମିଳିଛି। ଯବାନମାନେ ୧୫,୦୦୦ ଫୁଟ...

ଡାକ୍ତରଙ୍କ ପାଇଁ ପୁଣି ଲାଗୁ ହେବ ଜିଲା ଆବାସ କାର୍ଯ୍ୟକ୍ରମ: ଜିଲା ଡାକ୍ତରଖାନାରେ ୩ ମାସ କାର୍ଯ୍ୟ…

ନୂଆଦିଲ୍ଲୀ,୧୯।୧ : କରୋନା କାରଣରୁ ଦୁଇ ବର୍ଷ ବିଚାରାଧୀନ ରହିବା ପରେ ବର୍ତ୍ତମାନ ଦେଶର ଜିଲା ଡାକ୍ତରଖାନାଗୁଡ଼ିକରେ ଡାକ୍ତରଙ୍କ ପାଇଁ ଜିଲା ଆବାସ କାର୍ଯ୍ୟକ୍ରମ ପୁଣି...

Advertisement
Archives

Model This Week