Advertisement

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …

ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ଦୂର ହେବା ସହ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଲେମ୍ବୁରସ ସହ ମହୁ ମିଶାଇ ପିଇଲେ କାଶ ଦୂର ହୋଇଥାଏ। ଅଧା କପ୍‌ ଗାଜର ରସରେ ଲେମ୍ବୁ ମିଶାଇ ପିଇଲେ ଶରୀରରେ ରକ୍ତହୀନତା ଦୂର ହୋଇଥାଏ। ବିଶେଷକରି ପେଟରୋଗ ଓ ସାଧାରଣ ଥଣ୍ଡା ପାଇଁ ଲେମ୍ବୁ ପାଣି ଉପଯୋଗୀ। ରାତିରେ ଶୋଇବା ସମୟରେ ଏକ ଗ୍ଲାସ ଉଷୁମ ପାଣିରେ ଫାଳେ ଲେମ୍ବୁ ଚିପୁଡ଼ି ପିଇଲେ ପେଟ ସଫା ହୋଇ ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୮୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

ହାତ ଚିହ୍ନରେ ଭୋଟ ଦେବାକୁ କହିଲେ ଜ୍ୟୋତିରାଦିତ୍ୟ

ଭୋପାଳ,୨ା୧୧(ପି.ଟି.): ମଧ୍ୟପ୍ରଦେଶରେ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାଜପା ରାଜ୍ୟ ସଭା ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଚାର କରୁଥିବାବେଳେ ଭୁଲ୍‌ବଶତଃ ତାଙ୍କର ପୂର୍ବ...

ଗୋବର ବିକି ସ୍ବାମୀଙ୍କୁ ୮୦ ହଜାର ଟଙ୍କା ମୂଲ୍ୟର ବାଇକ୍‌ ଭେଟିଦେଲେ ଏହି ମହିଳା

ରାୟପୁର,୨୭।୫: ଗୋବର ବିକ୍ରି କରି ସ୍ବାମୀଙ୍କୁ ୮୦ ହଜାର ଟଙ୍କାର ଏକ ବାଇକ୍‌ କିଣି ଦେଇଛନ୍ତି ଜଣେ ମହିଳା। ଛତିଶଗଡ଼ର ଏହି ମାମଲା ଏବେ ଚାରିଆଡେ...

ଗୋଟିଏ ଗୋଡ଼ରେ ୨୮୦୦ କିମି ଯାତ୍ରାକରି ରେକର୍ଡ

ଭୋପାଳ, ୧୨।୧: ମଧ୍ୟପ୍ରଦେଶର ପାରା ସାଇକେଲ ଚାଳକ ତାନ୍ୟା ଡାଗା ଇତିହାସ ସୃଷ୍ଟି କରିଛନ୍ତି। ସେ ୪୨ ଦିନରେ ସାଇକେଲ ଯୋଗେ ୨୮୦୦ କିମି ଯାତ୍ରା...

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା...

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଆଲିଗଡରେ ଛାତ ଭୁଷୁଡି ଜଣେ ମୃତ, ୩ ଆହତ

ଆଲିଗଡ,୧୫ ।୧୦: ଉତ୍ତର ପ୍ରଦେଶର ଆଲିଗଡ଼ରେ ଶନିବାର ସକାଳେ ଏକ ଛାତ ଭୁଷୁଡି ଯିବାରୁ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଆହତ ହୋଇଥିବା...

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ...

Advertisement
Archives

Model This Week