ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ। ଏହି ସବୁଜ ପନିପରିବା ଔଷଧ ଠାରୁ ବି ଅଧିକ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଜହ୍ନି ଶରୀର ପାଇଁ ଖୁବ୍‌ ଉପକାରୀ। ଏଥିରେ ଭିଟାମିନ ଓ ମିନେରାଲ ପ୍ରଚୁର ପରିମାଣରେ ରହିଛି। ନିୟମିତ ଜହ୍ନି ଖାଇବା ଦ୍ୱାରା ମେଦବହୁଳତାରୁ ମୁକ୍ତି ମିଳେ। ଏହା ଶରୀରରେ ଜମି ରହିଥିବା ଅଦରକାରୀ ଚର୍ବିକୁ ବାହାର କରିଦେଇଥାଏ। ଡାଇବେଟିସ୍‌ ରୋଗରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଜହ୍ନି କିଡ୍‌ନୀ ଷ୍ଟୋନ ସମେତ ଅନ୍ୟ ଷ୍ଟୋନ ଦୂର କରେ। ଏଥିରେ କ୍ୟାରୋଟିନ ନାମକ ରାସାୟନିକ ପଦାର୍ଥ ଥାଏ। ଯାହା ଆଖିର ଦୃଷ୍ଟିଶକ୍ତି ବଢାଏ। ବିଭିନ୍ନ ଚର୍ମ ସଂକ୍ରମଣ ରୋଗରୁ ଜହ୍ନି ଦୂରେଇ ରଖେ। ଏହା ଶରୀରର ରୋଗ ପ୍ରତିରୋଧ ଶକ୍ତି ବଢାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୩୭୦ ଯୋଗୁ ବିବାହ ପରେ ଏହି ଅଭିନେତ୍ରୀ ହରାଇଥିଲେ କଶ୍ମୀର

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟିବା ପରେ ସାରା ଦେଶରେ ମିଶ୍ରିତ ପ୍ରତିକ୍ରିୟା ମିଳିଛି। ଏନେଇ ବଲିଉଡ୍‌ରୁ ଆରମ୍ଭ କରି ଟେଲି କଳାକାରମାନେ ସରକାରଙ୍କ ଏହି...

ମୋଦିଙ୍କ ଅହଙ୍କାର ଯୋଗୁ ଚାଷୀଙ୍କ ବିରୋଧରେ ଠିଆ ହୋଇଛନ୍ତି ଯବାନ: ରାହୁଲ

ନୂଆଦିଲ୍ଲୀ,୨୮।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏହି ମର୍ମରେ ରାହୁଲ ଗାନ୍ଧୀ...

ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍‌ରେ

ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍‌ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍‌ କରାଦିଆଯାଇଥିବା ଜଣାପଡ଼ିଛି।...

ଅମ୍ରିତ୍‌ପାଲଙ୍କୁ ମିଳୁଥିଲା ବିଦେଶୀ ପାଣ୍ଠି

ଚଣ୍ଡିଗଡ଼/ନୂଆଦିଲ୍ଲୀ, ୨୧ା୩: ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂଙ୍କୁ ଧରିବା ପାଇଁ ପଞ୍ଜାବ ପୋଲିସର ରାଜ୍ୟବ୍ୟାପୀ ଚଢ଼ାଉ ସୋମବାର ତୃତୀୟ ଦିନରେ ପହଞ୍ଚତ୍ଛି। ଭାରତରେ ଖଲିସ୍ତାନୀ ଆନ୍ଦୋଳନ...

ଇସ୍ତଫା ଦେଲେ ଚନ୍ନି

ଚଣ୍ଡିଗଡ,୧୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚନ୍ନି ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ନିକଟରେ...

ପତ୍ନୀଙ୍କ ପାଇଁ ପ୍ରଚାର କଲେ ଅନୁପମ

ଚଣ୍ଡିଗଡ଼,୨୫।୪: ଲୋକ ସଭା ନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ବଲିଉଡ୍‌ କଳାକାର କିରୋନ୍‌ ଖେର୍‌। ନିର୍ବାଚନ ପାଖେଇ ଆସୁଥିବାରୁ ଭୋଟରଙ୍କୁ ହାତେଇବାକୁ ସେ ଜୋରସୋରରେ...

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା...

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା...

Advertisement
Archives

Model This Week