Posted inଜାତୀୟ

ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁଙ୍କ ସମ୍ପର୍କରେ ନଭେମ୍ବର ୧ ସୁଦ୍ଧା ଦେବାକୁ ପଡ଼ିବ ରିପୋର୍ଟ

ଜୟପୁର,୨୪।୧୦: ରାଜସ୍ଥାନର ବିକାନେରରେ ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁମାନେ ଏବେ ଆଶଙ୍କା ମଧ୍ୟରେ ରହିଛନ୍ତି। ଏସ୍‌ପି ପ୍ରଦୀପ ମୋହନ ଶର୍ମା ପୋଲିସ ବିଭାଗରେ ଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ସମ୍ପର୍କରେ ରିପୋର୍ଟ ନଭେମ୍ବର ୧ ସୁଦ୍ଧା ଦାଖଲ କରିବାକୁ କୁହାଯାଇଛି। ସୂଚନା ମିଳିବା ପରେ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଉଛି। ଏନେଇ ପୋଲିସ ବିଭାଗରେ କୋକୁଆ ଭୟ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ନାଚୁ ନାଚୁ ହଠାତ୍‌ ଟଳିପଡିଲେ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ,୨୭।୨: ଭାରତରେ କରୋନା ପରେ ହୃଦଘାତ ଏବଂ କାର୍ଡିଆକ୍‌ ଆରେଷ୍ଟ ଘଟଣା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷ କରି ଯୁବକମାନଙ୍କ ମଧ୍ୟରେ ଏହା ବେଶୀ...

ବିବାହ ପାଇଁ ଆସାମରେ ଲାଗୁ ହେବ ନୂଆ ନିୟମ

ଗୁଆହାଟୀ,୧ ।୧୨: ବିବାହ ପାଇଁ ଆସାମ ସରକାର ନୂଆ ନିୟମ ଆଣିଛନ୍ତି । ଏଥିରେ କନ୍ୟା-ବର ନିଜ ନିଜର ଧର୍ମ ସହ ଆୟ, ବ୍ୟବସାୟ ଆଦି...

କାଳ କୋଠରିରେ ବିପ୍ଳବୀ ବାରବରା

ନୂଆଦିଲ୍ଲୀ,୨୨ା୭: ବିପ୍ଳବୀ କବି ପି. ବାରବରା ରାଓ ଜଣେ ରାଜନୈତିକ ବନ୍ଦୀ, ଯାହାଙ୍କୁ ଏଲ୍‌ଗାର ପରିଷଦ ମାମଲାରେ ୨ ବର୍ଷ ହେଲା ଜେଲରେ ରଖାଯାଇଛି। ଏହି...

ଡେରିରେ ଆସିଲେ, ଅଧାରୁ ଉଠିଲେ

କୋଲକାତା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ସାମୁଦ୍ରିକ ଝଡ଼ ‘ୟାସ୍‌’ କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୈଠକରେ ତାଙ୍କୁ ଅଧଘଣ୍ଟା...

ପେପର ପ୍ରିଣ୍ଟିଂ ପ୍ରେସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୯।୧: ରାଜଧାନୀ ଦିଲ୍ଲୀର ପତପାରଗଞ୍ଜ ଶିଳ୍ପାଞ୍ଚଳରେ ଥିବା ଏକ ପେପର ପ୍ରିଣ୍ଟି ପ୍ରେସରେ ଅଗ୍ନିକାଣ୍ଡ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୁରୁବାର ଭୋରରୁ...

‘କୋଭିରାପ୍‌’କୁ ଆଇସିଏମ୍‌ଆର୍‌ ସ୍ବୀକୃତି

ନୂଆଦିଲ୍ଲୀ, ୨୨ା୧୦ (ଆଇଏଏନ୍‌ଏସ୍‌): କରୋନା ସଂକ୍ରମଣ ଚିହ୍ନଟ ଲାଗି ଆଇଆଇଟି ଖଡ଼ଗପୁରର ଗବେଷକଙ୍କ ଦ୍ୱାରା ଏକ ରୋଗ ନିରୂପଣ ଯନ୍ତ୍ର (ଡାଇଗ୍ନୋଷ୍ଟିକ୍‌ ଟେଷ୍ଟ ମେଶିନ) ବିକଶିତ...

ଓ୍ବାଙ୍ଖଡେଙ୍କୁ ମିଳିଲା ନାହିଁ ସୁରକ୍ଷା

ମୁମ୍ବାଇ, ୨୮ା୧୦: ଗିରଫଦାରିରୁ ମୁକ୍ତି ପାଇବା ପାଇଁ ଏନ୍‌ସିବି ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେ ବମ୍ବେ ହାଇକୋର୍ଟଙ୍କଠାରୁ ଅନ୍ତରୀଣ ସୁରକ୍ଷା ପାଇଁ କରିଥିବା ଆବେଦନ ଗୁରୁବାର...

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ...

Advertisement
Archives

Model This Week