ମେ’ମାସରେ ଘମାଘୋଟ ଲଢ଼େଇ: ବାଗ୍‌ଚୀ

ଭୁବନେଶ୍ୱର, ୧।୫(ବ୍ୟୁରୋ): ମେ’ ମାସ ଆମପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କରୋନା ଶତ୍ରୁ ସହ ଏ ମାସରେ ଘମାଘୋଟ ଲଢ଼େଇ ହେବ। ମାର୍ଚ୍ଚରେ ପ୍ରସ୍ତୁତି ହୋଇଥିବା ବେଳେ ଏପ୍ରିଲରେ ଯୁଦ୍ଧ କ୍ଷେତ୍ରରେ ଲଢ଼େଇ ହୋଇଛି। ମେ’ରେ ଘମାଘୋଟ ଲଢ଼େଇ ହେବ। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ କରୋନା ମୁକାବିଲା କମିଟି ମୁଖ୍ୟ ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି। ଆଗକୁ କରୋନାର ପୁନଃ ଆକ୍ରମଣ ହୋଇପାରେ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ...

ଲକ୍‌ଡାଉନ୍‌ରେ ବୃଦ୍ଧି ପାଉଛି ଧଳା ଜହର କାରବାର…

ମୁମ୍ବାଇ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ...

ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଜବତ

କଟକ ଅଫିସ,୩୦ା୭: ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଜବତ କରିଛି ଇଡି। କଟକର ଷ୍ଟେଟ୍‌ବ୍ୟାଙ୍କ ଶାଖାରେ ଥିବା ୨୫ ଲକ୍ଷ ଟଙ୍କା ଏବଂ ନୋଏଡାରେ...

ରାଜ୍ୟ ସରକାରଙ୍କ ୬ ମାସିଆ ରଣକୌଶଳ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଭିଡ୍‌ ୧୯ ଭାଇରସ୍‌ ସଂକ୍ରମଣ ଏଡ଼ାଇବା ପାଇଁ ସରକାରୀ ସ୍ତରରେ ବ୍ୟାପକ ପଦକ୍ଷେପ...

ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା...

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା: ଚିହ୍ନଟ ହୋଇ ନାହାନ୍ତି ୩ ସିନିୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାକୁ ନେଇ ତଦନ୍ତ ଚାଲିଛି। ତାଙ୍କ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ଥିବା ୩ଜଣ ସିନିୟର ଏଯାଏଁ...

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଅଟୋରେ ହୁଣ୍ଡି: ଶହୀଦ ଦିବସରେ ଅଟୋ ଡ୍ରାଇଭର ଟ୍ରଷ୍ଟର ଭିନ୍ନ ପ୍ରୟାସ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ପୁଲଓ୍ବାମା ଶହୀଦଙ୍କ ସ୍ମୃତିରେ ଫେବୃୟାରୀ ୧୪ତାରିଖକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି। ଶୁକ୍ରବାର ଏହି ଦିବସ ପାଳନ ଅବସରରେ ଭାରତ ମହାସଂଘ...

ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ

ଭବାନୀପାଟଣା,୧୦ା୭(ଡି.ଏନ୍‌.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍‌ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍‌ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪...

Advertisement
Archives

Model This Week