Posted inଖେଳ

ମେରୀକମ୍‌ଙ୍କୁ ପଦ୍ମବିଭୂଷଣ, ସିନ୍ଧୁ ପାଇବେ ପଦ୍ମଭୂଷଣ

ନୂଆଦିଲ୍ଲୀ, ୨୬ା୧ (ପି.ଟି.)-ଭେଟେରାନ ମହିଳା ବକ୍ସର ଏମ୍‌.ସି. ମେରୀକମ୍‌ଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମବିଭୂଷଣ ଏବଂ ବିଶ୍ୱ ଚାମ୍ପିୟନ ବ୍ୟାଡ୍‌ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେବେ। ଅନ୍ୟ ୬ ଜଣ କ୍ରୀଡ଼ାବିତ୍‌ ପଦ୍ମଶ୍ରୀ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଲେ କ୍ରିକେଟର ଜାହିର ଖାଁ, ମହିଳା ହକି ଅଧିନାୟିକା ରାଣୀ ରାମପାଲ, ପୂର୍ବତନ ପୁରୁଷ ହକି ଖେଳାଳି ଏମ୍‌ପି ଗଣେଶ, ଶୁଟର ଜିତୁ ରୟ, ପୂର୍ବତନ ମହିଳା ଫୁଟ୍‌ବଲ ଟିମ୍‌ ଅଧିନାୟିକା ଓଇନାମ ବେମ୍‌ବେମ୍‌ ଦେବୀ ଏବଂ ତୀରନ୍ଦାଜ ତରୁଣଦୀପ ରୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେ ୨୮ ପର୍ଯ୍ୟନ୍ତ ପେସାଦାର କ୍ରିକେଟ ସ୍ଥଗିତ ରଖିଲା ଇସିବି

ଲଣ୍ଡନ,୨୧।୩(ପି.ଟି.): ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସମସ୍ତ ପେସାଦାର କ୍ରିକେଟ ଟୁର୍ନାମେଣ୍ଟକୁ ମେ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି।...

କୋଡିଡ୍‌-୧୯ ମହାମାରୀ: ଭାରତର ଶ୍ରୀଲଙ୍କା ଗସ୍ତ ବି ବାତିଲ

ନୂଆଦିଲ୍ଲୀ,୧୨।୬: କୋଭିଡ୍‌-୧୯ ମହାମାରୀ କାରଣରୁ ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ମଧ୍ୟ ବାତିଲ ହୋଇଛି। ଗୁରୁବାର ଭାରତର ଏହି ସୀମିତ ଓଭର ଗସ୍ତକୁ ବାତିଲ...

କ୍ରିକେଟ୍‌ ପଡ଼ିଆରେ କାମ କରୁଥିବା ଲୋକଙ୍କୁ ରାସନ ବାଣ୍ଟୁଛନ୍ତି ସଚିନ

କୋଚି, ୨୨।୭: କରୋନା ମହାମାରୀ ଯୋଗୁ କେବଳ ଯେ କ୍ରୀଡ଼ା ଜଗତ ନୁହେଁ ଏହା ସହିତ ଜଡ଼ିତ ଲୋକମାନେ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଦୀର୍ଘ...

ଓସିଏ ଆନ୍ତଃଜିଲା ଟି୨୦ : ସ୍ବସ୍ତିକ, ରାଜେଶ, ରାକେଶଙ୍କ ଶତକ

ଭୁବନେଶ୍ୱର, ୧୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଭୁବନେଶ୍ୱର ଓ କଟକର ୯ଟି ଭେନ୍ୟୁରେ ଚାଲିଥିବା ଆନ୍ତଃଜିଲା ସିନିୟର ପୁରୁଷ ଟି୨୦ କ୍ରିକେଟ...

ଜାତୀୟ କରାଟେ: ଓଡ଼ିଶାକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି)-ଦିଲ୍ଲୀର ତାଲ୍‌କୋଟ୍ରା ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସିନିୟର ଓ ସବ୍‌ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ ଓ ୩ ବ୍ରୋଞ୍ଜ ପଦକ...

ଅଟୋଗ୍ରାଫ୍‌ ମାଗିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ଗାଭାସ୍କର; ଏମିତି କରିଥିଲେ ନିଜର

ନୂଆଦିଲ୍ଲୀ, ୧୦।୭: ୧୯୪୯ ମସିହା ଆଜିର ଦିନରେ ବମ୍ବେରେ ଜନ୍ମଗ୍ରହଣ କରିଥିଲେ ଲିଟିିଲ୍‌ ମାଷ୍ଟର ସୁନିଲ ଗାଭାସ୍କର। ଆଜି ବି ସେ କ୍ରିକେଟ ଜଗତରେ ସକ୍ରିୟ...

‘ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ ହେବ ନାହିଁ’

ଲଣ୍ଡନ,୧୪।୮(ପି.ଟି.)- ଭାରତ ଓହରିଯିବାର ଧମକ ଦେବା ସତ୍ତ୍ୱେ ମଧ୍ୟ ଶୁଟିଂ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବ ନାହିଁ ବୋଲି କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟ ଲୋଇସ୍‌...

ଗଣେଶ କ୍ରିକେଟ ଟୁର୍ନାମେଣ୍ଟ: ସରଗଡ଼ା ଚାମ୍ପିୟନ

ଗୁଡଭେଲା, ୩୦।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଡୁଙ୍ଗିବାହାଲ ଗ୍ରାମ ଖେଳପଡ଼ିଆରେ ଚାଲିଥିବା ଗଣେଶ କ୍ରିକେଟ ଟୁର୍ନାମେଣ୍ଟ ମଙ୍ଗଳବାର ଶେଷ ହୋଇଛି। ଫାଇନାଲ ଖେଳ ସରଗଡ଼ା...

Play 250+ Trending Games
Archives

Model This Week

Why Dharitri