ମେ’ରେ ମାନୁଫାକ୍‌ଚରିଂ ସୂଚକାଙ୍କ ୫୨.୭

ନୂଆଦିଲ୍ଲୀ,୪-୬: ଚାହିଦା ବୃଦ୍ଧି ପାଇବା ଯୋଗୁ କମ୍ପାନୀଗୁଡ଼ିକର ଉତ୍ପାଦନ ଚଳିତ ବର୍ଷ ମେ’ରେ ବଢ଼ିଛି। ଫଳରେ ମାନୁଫାକ୍‌ଚରିଂ କ୍ଷେତ୍ରରେ ଗତିବିଧିରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହାଦ୍ୱାରା ଏହି କ୍ଷେତ୍ରରେ ନିଯୁକ୍ତି ମଧ୍ୟ ବଢ଼ିଛି ବୋଲି ସୋମବାର ଜାରି ମାସିକ ସର୍ବେକ୍ଷଣରୁ ଏହା ଜଣାପଡିଛି। ନିକ୍କେଇ ଇଣ୍ଡିଆ ମାନୁଫାକ୍‌ଚରିଂ ପରଚେଜିଂ ମ୍ୟାନେଜର୍ସ ଇଣ୍ଡେକ୍ସ(ପିଏମ୍‌ଆଇ) ମେ’ରେ ବୃଦ୍ଧି ପାଇ ୫୨.୭ ପଏଣ୍ଟରେ ପହଞ୍ଚତ୍ଛି, ଯାହା କି, ଏପ୍ରିଲରେ ୫୧.୮ ଥିଲା। ଗତ ୩ ମାସ ମଧ୍ୟରେ ଏହା ସର୍ବାଧିକ। ସୂଚନାଯୋଗ୍ୟ ଯେ, କ୍ରମାଗତ ୨୨ ସପ୍ତାହ ହେବ ମାନୁଫାକ୍‌ଚରିଂ ପିଏମ୍‌ଆଇ ୫୦ ପଏଣ୍ଟ ଉପରେ ରହିଛି। ୫୦ ପଏଣ୍ଟ ଉପରେ ରହିବା ମାନୁଫାକ୍‌ଚରିଂ ଗତିବିଧି ବଢ଼ୁଥିବା ଦର୍ଶାଉଛି। ଏହା ତଳକୁ ଗଲେ ଉତ୍ପାଦନ ହ୍ରାସ ପାଉଥିବା ବୁଝିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri