ମେ’ରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮।୪: ବିଭିନ୍ନ ଛୁଟି ଲାଗି ମେ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ। ଏଣୁ ନିଜର ଜରୁରୀ କାମ କରିବାକୁ ଥିଲେ ଶୀଘ୍ର ସାରିବାକୁ ଲୋକଙ୍କୁ ପରାମର୍ଶ ରହିଛି। ପହିଲାରେ ଶ୍ରମିକ ଦିବସ ପଡୁଛି। ଏହାବାଦ ବୁଧପୂର୍ଣ୍ଣିମା ଏବଂ ଇଦ୍‌ ମଧ୍ୟ ମେ ମାସରେ ରହିଛି। ଶନିବାର ଏବଂ ରବିବାର ଛୁଟି ମଧ୍ୟ ଅଲଗା ରହିଛି। ଅନ୍ୟ ଛୁଟିଗୁଡିକ ମଧ୍ୟରେ ରବୀନ୍ଦ୍ରନାଥ ଟାଗୋର ଜୟନ୍ତୀ ସମେତ ଅନ୍ୟ ରାଜ୍ୟରେ କିଛି ଭିନ୍ନ ଛୁଟି ରହିଛି। ସାଧାରଣତଃ ୮ରୁ ୧୩ ଦିନ ବ୍ୟାଙ୍କ ଛୁଟି ରହିବ। ଲକ୍‌ଡାଉନ କାରଣରୁ ବ୍ୟାଙ୍କରେ ଏବେ କର୍ମଚାରୀଙ୍କ ସଂଖ୍ୟା କମାଯାଇଛି। ଘରୋଇ ବ୍ୟାଙ୍କଗୁଡିକ ସେମାନଙ୍କ କାର୍ଯ୍ୟ ସମୟରେ ମଧ୍ୟ ପରିବର୍ତ୍ତନ କରିଛନ୍ତି। କେତେକ ଘରୋଇ ବ୍ୟାଙ୍କ ଦିନ ଗୋଟାଏରେ ବନ୍ଦ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା

ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା…

ବଦଳିଗଲା ନିୟମ! ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୬:  ଭାରତରେ, ଯଦି ଜଣେ ମହିଳା କିମ୍ବା ପୁରୁଷ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସମାଜରେ ତାଙ୍କୁ ଖରାପ ନଜରରେ ଦେଖାଯାଏ ।…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri