ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ଗ୍ରାମ ପରିକ୍ରମା କରିଥିଲେ। ଏଥିସହିତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୩ଟି ବିଭାଗରେ ବିଭକ୍ତ କରାଯାଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୧୬୭ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଦିବ୍ୟକିଶୋର ପଧାନ, ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ସଞ୍ଜୀବ ନାୟକ, ଯୁଗ୍ମ ସମ୍ପାଦକ ଅମିୟ ଆଚାର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ...

ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା...

ଆଜି ପବିତ୍ର ଅଁଳା ନବମୀ

ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍‌.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ...

ବିଜୁ ଜୟନ୍ତୀରେ ଅତିଥିଙ୍କ ଟିପ୍ପଣୀ ଚର୍ଚ୍ଚାରେ

ପାରାଦୀପ,୭।୩(ସ୍ବ.ପ୍ର.):ପାରାଦୀପରେ ରବିବାର ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ ପାଳନ କରାଯାଇଥିଲା। ସେଥିରେ ଯୋଗଦେଇଥିବା ନେତାଙ୍କ ବୟାନ ସୋମବାର ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ସାରେ ନୂଆବଜାର...

ଚନ୍ଦ୍ରପୁର ଆଇସିଡିଏସ କାର୍ଯ୍ୟାଳୟ: ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚାଲିଛି ଅଫିସ କାମ

 ଚନ୍ଦ୍ରପୁର, ୨୮ା୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଚନ୍ଦ୍ରପୁର ବ୍ଲକସ୍ଥିତ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଜକୁ ଦୀର୍ଘ ପାଞ୍ଚବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ସଦର ମହକୁମାସ୍ଥିତ  ରାଜୀବ...

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ...

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି...

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ଉତ୍ତେଜନା: ଠିକାସଂସ୍ଥାର ଗାଡ଼ି ଅଟକାଇଲେ ଉଠାଦୋକାନୀ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ): ରାଇପୁର-ଗୋପାଳପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପଞ୍ଚୁପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ରାଜପଥ ସଂପ୍ରସାରଣ ବିଳମ୍ବକୁ...

Advertisement
Archives

Model This Week