Posted inଜାତୀୟ

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମେହବୁବାଙ୍କ ଅଟକକୁ ତାଙ୍କ ଝିଅ ଇଲତିଜା ମୁଫ୍‌ତି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଜଷ୍ଟିସ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଖଣ୍ଡପୀଠ ଏନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ଜବାବ ମାଗିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୮ରେ ହେବ। ୩୭୦ ଉଚ୍ଛେଦ ସହ ମେହବୁବା ଓ ଅନ୍ୟ ପ୍ରମୁଖ ନେତାମାନଙ୍କୁ ଅଟକ ରଖାଯାଇଥିଲା। ପରେ ତାଙ୍କ ବିରୋଧରେ ପିଏସ୍‌ଏ ଲାଗୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଗୃହ ଭିତରେ ଟିଏମ୍‌ସି ଏମ୍‌ପି କହିଦେଲେ ଏମିତି କଥା, ମିଳିଲା କଡ଼ା ଜବାବ

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୨-୨୩ ଉପସ୍ଥାପନ କରିଛନ୍ତି। ବଜେଟ ଉପସ୍ଥାପିତ ହେବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ଗୃହକୁ...

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୨୪ା୩(ପି.ଟି.):ଆଦାନୀ ଗ୍ରୁପ୍‌ ପ୍ରସଙ୍ଗରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିକରି ଗୁରୁବାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

ପଶ୍ଚିମବଙ୍ଗ ପହଞ୍ଚିଲେ ଶାହା: ଟିଏମ୍‌ସିକୁ ଲାଗିପାରେ ଶକ୍ତ ଧକ୍କା

କୋଲକାତା,୧୯ ।୧୨: ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବ ବିଧାନସଭା ନିର୍ବାଚନ । ସମୟ ଯେତିକି ପାଖେଇ ଆସୁଛି ରାଜନୀତି ବି ସେତିକି ସତିକି ସରଗରମ ହେବାରେ...

ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ

ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି।...

ପୁରୁଣା ବିଲ୍ଡିଂରେ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

ନୂଆଦିଲ୍ଲୀ,୩୧।୧୦: ନୂଆ ପାର୍ଲାମେଣ୍ଟ ବିଲ୍ଡିଂର କେତେକ ନିର୍ମାଣ କାର୍ଯ୍ୟ ସମୟସୀମା ପୂର୍ବରୁ ଶେଷ ହୋଇ ନ ପାରେ। ସେଥିପାଇଁ ଆଗାମୀ ଶୀତ ଅଧିବେଶନ ପୁରୁଣା ବିଲ୍ଡିଂରେ...

ବିବାହ ବେଦିରେ ପିତାଙ୍କ ମୃତଦେହ ରଖି ୭ ଘେରା ବୁଲିଲେ ପୁଅ

ଚେନ୍ନାଇ, ୧୨।୮: ତାମିଲନାଡୁର ବିଲ୍ଲୁପୁରମ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପିତାଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ବେଦି ଉପରେ ରଖି ୭ ଘେରା...

ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବେ ମୋଦି ସରକାର

ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ...

ସ୍କୁଟିରେ ଭର୍ତ୍ତି କଲେ ୫୫ ହଜାର ଟଙ୍କାର ପେଟ୍ରୋଲ…

ଥାଣେ, ୨୫।୯ : ପେଟ୍ରୋଲ ପମ୍ପରେ କମ ପେଟ୍ରୋଲ ଭରିବା ନେଇ ବାରମ୍ବାର ଅଭିଯୋଗ ହେଉଛି, କିନ୍ତୁ ମହାରାଷ୍ଟ୍ରର ଥାଣେରେ ଏହାର ଓଲଟା ଘଟିଛି। ଏଠାରେ...

Advertisement
Archives

Model This Week