ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି

ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା ଓ୍ବର୍ମାଣ୍ଟୋ ସହରରେ ମେୟର ପଦବୀ ପାଇଁ ୩ ପ୍ରାଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ସେଥିମଧ୍ୟରେ ୨ଟି କୁକୁର ଥିବା ବେଳେ ଗୋଟିଏ ଛେଳି ରହିଛି। ସେଥିମଧ୍ୟରୁ ଗୋଟିଏ କୁକୁର ଜର୍ମାନ ଶେଫର୍ଡ ପ୍ରଜାତିର ଥିବାବେଳେ ଅନ୍ୟଟି ମଫି ପ୍ରଜାତିର। ସେହିପରି ଛେଳିଟି ନ୍ୟୁବିୟନ୍‌ ଲିଙ୍କନ ପ୍ରଜାତିର। ନିର୍ବାଚନ ମାର୍ଚ୍ଚ ୩ରେ ହେବ। ଏଥିପାଇଁ ଭୋଟରମାନଙ୍କୁ ମତଦାନ କରିବା ସହିତ ଏକ ଡଲାର ମଧ୍ୟ ଦେବାକୁ ପଡ଼ିବ। ସଂଗ୍ରହ ହୋଇଥିବା ଅର୍ଥରେ ଛୋଟ ପିଲାଙ୍କ ପାଇଁ ଏକ ଖେଳ ପଡ଼ିଆ ନିର୍ମାଣ କରାଯିବ। ଖେଳ ପଡ଼ିଆ ନିର୍ମାଣ ପାଇଁ ୫୭ ଲକ୍ଷ ଟଙ୍କା ଆବଶ୍ୟକ। ଇତିମଧ୍ୟରେ ଲୋକେ ୭ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri