ମେ୨୫ରୁ ଆରମ୍ଭ ହେବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ସାରା ଦେଶରେ ଘରୋଇ ବିମାନ ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ଏଥିଯୋଗୁ କେତେକ ଲୋକ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତେବେ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଘରୋଇ ବିମାନ ଚଳାଚଳ ପାଇଁ ନିଷ୍ପତ୍ତି ନେଇଛନ୍ତି। ମେ ୨୫ରୁ ଘରୋଇ ବିମାନ ସେବା ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି। ଘରୋଇ ବିମାନ ଚଳାଚଳ ପାଇଁ ସମସ୍ତ ବିମାନ ବନ୍ଦର ଓ ଏୟାରଲାଇନ୍ସ କମ୍ପାନୀକୁ ପ୍ରସ୍ତୁତ ରହିବାକୁ କୁହାଯାଇଥିବାବେଳେ ଯାତ୍ରୀମାନଙ୍କ ଲାଗି ଏସ୍‌ଓପି ଜାରି କରାଯାଇଛି। ଏନେଇ ହରଦୀପ ସିଂ ସୂଚନା ଦେଇଛନ୍ତି। ସୂଚନା ମୁତାବକ ଲକ୍‌ଡାଉନ ୪.୦ର ଅବଧି ମେ ୩୧କୁ ଶେଷ ହେବାକୁ ଯାଉଛି। ଏହା ପୂର୍ବରୁ ସରକାର କେତେକ କଟକଣା ଉପରେ କୋହଳ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri