ମେ’ ୨୦ରୁ ମାଟ୍ରିକ ଖାତାଦେଖା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ। ତେବେ ମେ’ ୨୦ ତାରିଖରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ଶନିବାର ଏ ନେଇ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ମେ ୧୯ ସୁଦ୍ଧା ସବୁ କେନ୍ଦ୍ରରେ ପରୀକ୍ଷା ନିରୀକ୍ଷକ ପହଞ୍ଚିବେ । ମୂଲ୍ୟାୟନ କେନ୍ଦ୍ରରେ କୋଭିଡ ଗାଇଡ୍‌ଲାଇନ ଅନୁପାଳନ ସହ ସାମଜିକ ଦୂରତ୍ୱ ଅବଲମ୍ବନ କରାଯିବ। ଖାତାଦେଖାରେ ନିୟୋଜିତ ଶିକ୍ଷକ ପ୍ରୋତ୍ସାହନ ରାଶି ପାଇବେ। ରାଜ୍ୟରେ ୬୦ଟି କେନ୍ଦ୍ରରେ ମାଟ୍ରିକ ଖାତାଦେଖା ହେବ। ଜୁଲାଇ ଶେଷରେ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri