Posted inଜାତୀୟ

ମେ ୨୩ ପୂର୍ବରୁ ଭାଙ୍ଗିବ ଏସପି-ବିଏସପି ମେଣ୍ଟ: ଯୋଗୀ

ଲକ୍ଷ୍ନୌ, ୧୬।୫: ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ମଧ୍ୟରେ ମେଣ୍ଟ ହେବା ପରେ ଉତ୍ତର ପ୍ରଦେଶରେ ରାଜନୈତିକ ସମୀକରଣ ବଦଳିବାର ଅନୁମାନ କରାଯାଉଛି। ଏନେଇ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କହିଛନ୍ତି, ମେ ୨୩ରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଏସପି-ବିଏସପି ମେଣ୍ଟ ଭାଙ୍ଗିଯିବ। ଦୁଇଦଳର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ମାରପିଟ୍‌ ହେବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବେ। ରାଜ୍ୟ ପ୍ରଶାସନ ହିଂସା ଆୟତ କରିବା ପାଇଁ ପୂର୍ବ ପ୍ରସ୍ତୁତି ଚଳାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ନିଷ୍ପତ୍ତି ନେବେ ହାଇକମାଣ୍ଡ

ଥିରୁଭାନନ୍ତପୁରମ୍‌,୧୦ା୫: କେରଳ ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ। ନେତା ଚୟନ…

ହାନ୍ତା ଭାଇରସ୍‌: ଅଙ୍ଗପ୍ରତ୍ୟଙ୍ଗକୁ ଶୀଘ୍ର ଅକାମୀ କରିଦିଏ

ନୂଆଦିଲ୍ଲୀ, ୧୦ା୫:‘ଏମ୍‌ଭି ହୋଣ୍ଡିଅସ୍‌’ ନାମକ ଏକ ବିଳାସପୂର୍ଣ୍ଣ ପର୍ଯ୍ୟଟନ ଜାହାଜରେ ହାନ୍ତା ଭାଇରସ୍‌ ସଂକ୍ରମଣର ଖବର ସାରା ବିଶ୍ୱରେ ଚିନ୍ତା ବଢ଼ାଇଛି। ଡାକ୍ତରମାନଙ୍କ କହିବା ଅନୁଯାୟୀ, ଏହି…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri