ମେ’ ୨୬ରୁ ଜୁନ୍‌ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’ ୨୬ ପରଠାରୁ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ମେ’ ୨୬ରୁ ଜୁନ୍‌ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ହୋଇଛି। ତେବେ ଏହି ସମୟରେ ରାଜ୍ୟରେ ୩ଗୁଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆଶ୍ୱସ୍ତିକର ବିଷୟ। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନିରେ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଛକାପଞ୍ଝା ଜାରି

କୁଜଙ୍ଗ,୮ା୧ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପୋଲିସ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଗତ ୪ ତାରିଖରେ...

ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ...

ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି...

ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ...

ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ...

ମାଉଥ୍‌ ସ୍ପ୍ରେ କରୋନା ସଂକ୍ରମଣରୁ ରଖିବ ଦୂରେଇ…

ଷ୍ଟକ୍‌ହୋମ୍‌, ୨୬।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ୭ ମାସ ବିତି ଯାଇଥିଲେ ବି ଏହାର ପ୍ରତିଷେଧକ ଟୀକା ବାହାରି...

ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ...

ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି

ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ...

Advertisement
Archives

Model This Week