ମେ ୩୦’ରେ ପର୍ତ୍ତୁଗୀଜ ଲିଗ୍‌ ପୁଣି ଆରମ୍ଭ ହେବ

ଲିସ୍‌ବନ,୧।୫(ଏପି): କୋଭିଡ-୧୯ ସଂକ୍ରମଣ କାରଣରୁ ପର୍ତ୍ତୁଗୀଜ ଫୁଟବଲ ଲିଗ୍‌ ସ୍ଥଗିତ ରହିଥିଲା। ତେବେ ଏହା ପୁଣି ଆରମ୍ଭ ହେବ। ଏହି ଲିଗ୍‌ ମେ ୩୦ ତାରିଖରୁ ପୁଣି ଆରମ୍ଭ ହେବ ବୋଲି ପର୍ତ୍ତୁଗାଲ ସରକାର ସୂଚନା ଦେଇଛନ୍ତି। ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ କୋଷ୍ଟା ଗୁରୁବାର ଦେଶରେ ଚାଲିଥିବା ଲକ୍‌ଡାଉନକୁ ଉଠାଇ ନେବାକୁ ଯୋଜନା କରୁଛନ୍ତି ବୋଲି ଘୋଷଣା କରଥିଲେ। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ପରାମର୍ଶ ଉପରେ ସବୁକିଛି ନିର୍ଭର କରେ ବୋଲି କୋଷ୍ଟା ସ୍ପଷ୍ଟ କରିଛନ୍ତି। ଷ୍ଟାଡିୟମଗୁଡିକରେ ସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ଲିଗ୍‌ ମ୍ୟାଚ୍‌ଗୁଡିକ ବିନା ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ। ଲିଗ୍‌ ପଏଣ୍ଟ ତାଲିକାରେ ପୋର୍ଟୋ ଶୀର୍ଷରେ ରହିଛି। ତେବେ ଗୋଟିଏ ପଏଣ୍ଟ କମ୍‌ ପାଇ ବେନିଫିକା ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା...

ପୁରୁଷୋତ୍ତମପୁର ଏନ୍‌ଏସିର ୩ ୱାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା, ରାସ୍ତା ସିଲ୍

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌...

ଭାରତ କବ୍ଜାରେ ବକ୍ସିଂ ଡେ’ ଟେଷ୍ଟ

ମେଲବୋର୍ନ,୨୮।୧୨: ଭାରତ ବନାମ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଭାରତ କବ୍ଜାରେ ରହିଛି। ଟେଷ୍ଟର ତୃତୀୟ ଦିନରେ ଭାରତ ୧୩୧ ରନର...

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ...

କରୋନା ନେଲାଣି ୩୩ ହଜାର ୫୦୯ ଲୋକଙ୍କ ଜୀବନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା...

ଖୁସି ଖବର, ଷ୍ଟାଡିୟମରେ ବସି ଭାରତ-ଇଂଲଣ୍ଡ ମ୍ୟାଚ୍‌ ଉପଭୋଗ କରିପାରିବେ ଦର୍ଶକ!

ଚେନ୍ନାଇ,୨୨।୧: ଭାରତ ଏବଂ ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ସିରିଜରେ ଦର୍ଶକଙ୍କୁ ପଡ଼ିଆରେ ଦେଖିବାକୁ ମିଳେ। ଚେନ୍ନାଇର ଚେପାକ ଷ୍ଟାଡିୟମ ଏବଂ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମକୁ...

ଦୁଲୀପ ଟ୍ରଫି : କଲ୍‌ସୀଙ୍କ ଶତକ, ନାୟାର ୯୯

ବେଙ୍ଗାଲୁରୁ,୨୪।୮(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ରେଡ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ବ୍ଲୁ ପ୍ରାରମ୍ଭିକ ବ୍ୟାଟି...

ଧୋନୀଙ୍କ ପାଇଁ ଭାବପ୍ରବଣ ହେଲେ ଅନୁଷ୍କା,ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଚାନକ ସନ୍ୟାସ ଘୋଷଣା ତାଙ୍କ କ୍ରିକେଟ ପ୍ରଶଂସକଙ୍କ ଚକିତ କରିଦେଇଛି। ରାଜନେତାଙ୍କଠାରୁ ଆରମ୍ଭ କରି...

Advertisement
Archives

Model This Week