Posted inରାଜ୍ୟ

ମେ ୪ରୁ ଗଡ଼ିବନି ବସ୍ : ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର,୩।୫: ମେ ୪ଠାରୁ ରାଜ୍ୟରେ ବସ୍ ଗଡ଼ିବନି । କରୋନା ପାଇଁ ହୋଇଥିବା ଗ୍ରୀନ୍ କିମ୍ବା ଅରେଞ୍ଜ ଜୋନ୍‌ରେ ବସ୍ ଗଡ଼ିବନି ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ବୈଠକରେ ରବିବାର ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରର ଗାଇଡଲାଇନ୍ ଅନୁସାରେ ବସ୍ ଚଳାଚଳ କରିପାରିବ ନାହିଁ ବୋଲି ବୈଠକ ପରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡରୁ ମିଳିଲା ଟିଫିନ୍‌ ବୋମା

ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ...

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି...

ଉଷା ପାଢ଼ୀଙ୍କ ବିରୋଧରେ ଗିରଫ ପରୱାନା

କଟକ ଅଫିସ,୧୨। ୯: ପ୍ରାଥମିକ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ତତ୍କାଳୀନ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ଉଷା ପାଢ଼ୀଙ୍କ ବିରୋଧରେ ଶୁକ୍ରବାର ରାଜ୍ୟ...

ଚନ୍ଦକାରେ ପ୍ରାଗୈତିହାସିକ ଗୁମ୍ଫା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଭିତରେ ରହିଛି ଏକାଧିକ ଗୁମ୍ଫା। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରତ୍ନତତ୍ୱ ବିଭାଗର ନଜର ଆଢୁଆଳରେ ରହିଥିବା...

ହାଇ ପ୍ରୋଫାଇଲ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର...

୧୪ ଭକ୍ତଙ୍କୁ ନେଇ ଚଡ଼କମେଳା

ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା...

କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା...

ଦାଣ୍ଡରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ...

Advertisement
Archives

Model This Week