Posted inଜାତୀୟ

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଜୁନ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ପୂରଣ ହେଲା ୩ ବର୍ଷ, ୧୭୪ ଯବାନ ଶହୀଦ, ୧୨୪ ସାଧାରଣ ଜନତାଙ୍କର ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୫ ।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ୩ ବର୍ଷ ପୂରଣ ହୋଇଛି । ତେବେ ଅନୁଚ୍ଛେଦ ୩୭୦ ହଟିବା ପରେ ଆତଙ୍କବାଦୀ ଆକ୍ରମଣ ସଂଖ୍ୟା...

ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ

ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍‌ ପରିଚିତ ଥିବା ରେସ୍‌ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା...

ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ

ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର...

ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍‌…

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍‌ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ...

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି।...

ରାମଙ୍କ ବିନା ଭାରତର କାର୍ଯ୍ୟ ଚାଲିପାରିବ ନାହିଁ: ଯୋଗୀ ଆଦିତ୍ୟନାଥ

ଗୁଆହାଟୀ,୧୭।୩:ଆସାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଏଠାରେ ଏକ ରାଲି କରୁଛନ୍ତି। ଯୋଗୀ ଆଦିତ୍ୟନାଥ ଆସାମର ହୋଜାଇରେ ରାଲି...

ଭାରତରେ ଆଫଗାନୀ ଆତଙ୍କବାଦୀ, ସତର୍କ ସୂଚନା ଜାରି..

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରର ଉରି ସେକ୍ଟର ଦେଇ ଆଫଗାନୀ ଆତଙ୍କବାଦୀ ଦେଶରେ ଅନୁପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆତଙ୍କବାଦୀମାନେ ସେନା...

କଳ୍ପନା ଜଳ୍ପନା ଶେଷ: ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନାକଳସ

ଡେରାଡୁନ୍‌,୧୦।୩: ଉତ୍ତରାଖଣ୍ଡରେ ଜାରିରହିଥିବା ରାଜନୈତିକ ସଙ୍କଟର ଅନ୍ତଘଟିଛି। ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନା କଳସ ଢ଼ଳାଯାଇଛି। ବିଧାୟକ ଦଳର ବୈଠକରେ ତିରଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week