ମୋଗା ଜିଲା ହେଲା କରୋନା ମୁକ୍ତ

ମୋଗା,୨୩।୪: ପଞ୍ଜାବରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ମୋଗା ଜିଲାରୁ ଆସିଛି ଖୁସି ଖବର। ଉକ୍ତ ଜିଲାରେ ୪ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଏହି ଜିଲା କରୋନା ମୁକ୍ତ ହୋଇଛି ବୋଲି ଗୁରୁବାର ଘୋଷଣା କରିଛନ୍ତି ପଞ୍ଜାବର ସ୍ପେଶାଲ ଚିଫ୍‌ ସେକ୍ରେଟାରୀ କେବିଏସ୍‌ ସିଦ୍ଧୁ। ସୂଚନାଯୋଗ୍ୟ, ମୋଗା ଜିଲାରେ ଥିବା ୪ କରୋନା ସଂକ୍ରମିତଙ୍କ ରିପୋର୍ଟ ୨ ଥର ନେଗେଟିଭ ଆସିବା ପରେ ଏହି ଜିଲାକୁ କରୋନା ମୁକ୍ତ ଘୋଷଣା କରାଯାଇଛି। ପଞ୍ଜାବରେ ୨୫୧ କରୋନା ସଂକ୍ରମିତଙ୍କ ମଧ୍ୟରୁ ୪୯ ସୁସ୍ଥ ହୋଇଥିବା ବେଳେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଚା’ ବିକୁଛନ୍ତି ଯାତ୍ରା କଳାକାର

ପଦ୍ମପୁର, ୬ା୮(ଡି.ଏନ୍‌.ଏ.): ମହାମାରୀ କରୋନା ବିରୋଧରେ ସାରା ଦେଶ ଲଢ଼ୁଥିବା ବେଳେ ନିମ୍ନ ମଧ୍ୟବିତ୍ତ ପରିବାର ଓ କଳାକାରମାନେ ପେଟକୁ ଦାନା ପାଉନାହାନ୍ତି। ଯାତ୍ରା, ପାଲା,...

ମମତାଙ୍କୁ ଟାର୍ଗେଟ କଲେ ଶାହା

ମେଦିନାପୁର,୧୯ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଶୁକ୍ରବାର ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ । ଶନିବାର ସେ ମେଦିନାପୁରରେ ଏକ...

ସାପକୁ ଭୟ ନ କରି ୩ କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କଲେ ପୋଲିସ କର୍ମଚାରୀ

ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ଆମରୋହାରେ ୩ଟି କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କରିଛି ପୋଲିସ। ଏବେ ସୋସିଆଲ ମିଡିଆରେ ୟୁପି ପୋଲିସର ଏଭଳି କାର୍ଯ୍ୟକୁ ପ୍ରଶଂସା...

ଡରାଇ ଚାଲିଛି କରୋନା: ୨୪ ଘଣ୍ଟାରେ ୨୪ହଜାର ଅତିକ୍ରମ କରି ପୁଣି କଲା ରେକର୍ଡ

ନୂଆଦିଲ୍ଲୀ,୫।୭: ସମସ୍ତଙ୍କ ଚିନ୍ତା ବଢାଇ ଚାଲଛି କରୋନା ସଂକ୍ରମଣ। ଦେଶରେ ସଂକ୍ରମଣର ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ...

ଜାଣନ୍ତି ଭାରତର କେଉଁ ସହରରେ ଲାଗିଥିଲା ପ୍ରଥମ ଷ୍ଟ୍ରିଟ୍‌ ଲାଇଟ୍‌

ବେଙ୍ଗାଲୁରୁ,୨୧ା୧୨: ସମୟ ଥିଲା ଲୋକେ ବିଜୁଳି ଆଲୁଅ କ’ଣ ଜାଣି ନ ଥିଲେ କି ଦେଖି ନ ଥିଲେ। ବର୍ତ୍ତମାନ ସମୟରେ କାଁ ଭାଁ ଅଞ୍ଚଳକୁ...

ଦିଲ୍ଲୀରେ ଜଣେ ହେଡ୍‌ କନଷ୍ଟେବଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୧୧ ପୋଲିସ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ଅଲିପୁର ଥାନାରେ ଜଣେ ହେଡ୍‌ କନଷ୍ଟେବଳ କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି। ଏହାପରେ ଥାନାରେ ଅନ୍ୟ ୧୧ ପୋଲିସକର୍ମୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା...

ଟି.ଏନ୍‌. ଶେଷାନଙ୍କ ପରଲୋକ

ନୂଆଦିଲ୍ଲୀ, ୧୧ା୧୧(ପି.ଟି.): ଦେଶର ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଆଣି ଚର୍ଚ୍ଚିତ ହୋଇଥିବା ଭାରତର ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ତିରୁନେଲାଇ ନାରାୟଣ ଆୟର ଶେଷାନ (ଟି.ଏନ୍‌....

ଏଏସ୍‌ଆଇଙ୍କ ଆଖିରେ ଲଙ୍କା ସ୍ପ୍ରେ କରି ଅପରାଧୀ ଚମ୍ପଟ

ପାଟନା, ୯।୮: ବିହାରରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏବେ ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ କମିବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ବହୁ...

Play 250+ Trending Games
Archives

Model This Week

Why Dharitri