Posted inଫୁରସତ

ମୋଟର ସାଇକେଲର ଦାମ ୭ କୋଟି ୪୦ ଲକ୍ଷ

ଲଣ୍ଡନ, ୧୮।୩: ମୋଟର ସାଇକେଲର ଦାମ ୭ କୋଟି ୪୦ ଲକ୍ଷ ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। କମ୍ପାନୀ ଗେମ୍‌ ଓଭର ପକ୍ଷରୁ ଏହି ମୋଟରସାଇକେଲ ନିର୍ମାଣ କରାଯାଇଛି। ଏଥିରେ ଟାଟୁ ହୋଇଛି। ଏହା ହାର୍ଲେ ଡାଭିଡ୍‌ସନ୍‌ ମୋଟରସାଇକେଲ ସିରିଜ୍‌ ଅନ୍ତର୍ଭୁକ୍ତ। ଏହାର ବାହ୍ୟ ଆବରଣକୁ ଚମଡ଼ାରେ ନିର୍ମାଣ କରାଯାଇଛି। ଏହାକୁ ତିଆରି କରିବା ପାଇଁ ୩୦୦୦ ଘଣ୍ଟା ସମୟ ଲାଗିଛି। ସେଥିମଧ୍ୟରୁ ଟାଟୁ କରିବା ଲାଗି କେବଳ ୨୫୦୦ ଘଣ୍ଟା ଲାଗିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହାକୁ ଇତିମଧ୍ୟରେ ବହୁ ପୁରସ୍କାର ମିଳି ସାରିଛି। ଏହି ଟାଟୁ ମୋଟର ସାଇକେଲ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟର ଉପରି ଭାଗରେ ଦିଶୁଛି ହାର୍ଟ

ଆମେରିକାରେ ରହୁଥିବା ଭିରସାଭ୍ୟା ଗୋଞ୍ଚାରୋଭା ନାମକ ଏକ ଛୋଟ ଝିଅ ବିରଳ ସମସ୍ୟା ଦେଇ ଗତି କରୁଛନ୍ତି। ସେ ପାଣ୍ଟାଲୋଜି ଅଫ କଣ୍ଟ୍ରୋଲ ନାମକ ଏକ...

ଘରେ ମାଲିକ ନ ଥିବା ବେଳେ କୁକୁର ଘଟାଇଲା ଏମିତି କାମ, ଜାଣିଲେ…

କୁକୁରମାନେ ମଣିଷର ସର୍ବୋତ୍ତମ ବନ୍ଧୁ ଏକଥା ସମସ୍ତେ ଜାଣିଛନ୍ତି। ସେମାନେ ସର୍ବଦା ନିଜ ମାଲିକଙ୍କ ପାଖରେ ରହିବାକୁ ପସନ୍ଦ କରନ୍ତି। ଛୋଟ ପିଲାମାନଙ୍କ ପରି ତାଙ୍କର...

କିଛି ବର୍ଷ ମଧ୍ୟରେ ଉତ୍ତରମେରୁ ହେବ ବରଫ ଶୂନ୍ୟ: ମିଶନ ଆଇସ୍‌ବ୍ରେକର ରିପୋର୍ଟ

ଓ୍ବାଶିଂଟନ, ୧୩।୧୦: ପୃଥିବୀର ଉତ୍ତରମେରୁ ଆସନ୍ତା କିଛି ବର୍ଷ ମଧ୍ୟରେ ବରଫ ଶୂନ୍ୟ ହେବ। ଖରାଦିନେ ଏଠାରେ ଆଉ ବରଫର ଆବରଣ ରହିବ ନାହିଁ। ମିଶନ...

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ...

ମାଲିକଙ୍କ ମୃତ୍ୟୁ ପରେ ଶ୍ମଶାନରେ ପହଞ୍ଚି ଏଭଳି କାନ୍ଦିଲା ପାଳିତ ବାଛୁରୀ, ଭିଡିଓ ଦେଖିଲେ ହେବେ ଭାବବିହ୍ବଳ

ପଶୁପକ୍ଷୀମାନେ ସିନା କଥା କହିପାରନ୍ତିନି, ହେଲେ ମାଲିକ ପ୍ରତି ଥିବା ଭଲପାଇବାକୁ ନିଜ ହାବଭାବ ଯୋଗେ ଜାହିର କରିପାରନ୍ତି। ଅନେକ ସମୟରେ ଏଭଳି କିଛି ଭିଡିଓ...

ସେଲିବ୍ରିଟିଙ୍କ ଅନ୍ଧବିଶ୍ୱାସ

ଗ୍ଲାମର ଜଗତର ସେଲିବ୍ରିଟିମାନେ ବି ଅନ୍ଧବିଶ୍ୱାସର ବସବର୍ତ୍ତି ହୋଇଥାନ୍ତି। ବିଶ୍ୱାସ ହେଉନଥିଲେ ବି ଏହା ସତ। ତେବେ ବି-ଟାଉନର କିଛି ସେଲିବ୍ରିଟିଙ୍କର କ’ଣ ସବୁ ଅନ୍ଧବିଶ୍ୱାସ...

ବିଷଧର ସାପକୁ ପାପୁଲିରେ ପାଣି ପିଆଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ ଟାଙ୍କୁରି ଉଠିବ ଲୋମ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି...

Advertisement
Archives

Model This Week