ମୋଟାପଣ ସମସ୍ୟାରୁ ମୁକ୍ତି ପାଇବାକୁ ଚାହାନ୍ତି କି…ଏପରି କରନ୍ତୁ ମହୁର ବ୍ୟବହାର

ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମୋଟାପଣ ବା ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍‌ ଯାଉଥିବା, କେହି କେହି ଡାଏଟ ଫଲୋ କରିଥାନ୍ତି। ମାତ୍ର ମହୁରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରିରହିଛ, ଯାହା ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ।

ଏହାର ବ୍ୟବହାର ବିଷୟରେ ଜାଣନ୍ତୁ

କ୍ଷୀର ଓ ମହୁ:
ଏହା ଶରୀରକୁ ଭିଟାମିନ୍‌ ଯୋଗାଇବା ସହ ମୋଟାପଣ କମ୍‌ କରିଥାଏ। ରାତିରେ ଉଷୁମ କ୍ଷୀରରେ ଦୁଇ ଚାମଚ ମହୁ ମିଶାଇ ପିଇଲେ ମେଦବହୁଳତା ହ୍ରାସ ପାଇଥାଏ।

ତୁଳସୀ ଓ ମହୁ:

ତୁଳସୀପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଫଳରେ ପାଚନକ୍ରିୟା ସକ୍ରିୟ ହୋଇଥାଏ। ୨ ଚାମଚ ତୁଳସୀପତ୍ର ରସରେ ମହୁ ମିଶାଇ ପିଇବା ଫଳରେ ମେଦବହୁଳତା ସମସ୍ୟା ଦୂର ହୋଇଥାଏ।

ପୋଦିନା ଓ ମହୁ:
ପ୍ରତିଦିନ ୧ ଚାମଚ ପୋଦିନାରସରେ ୨ ଚାମଚ ମହୁ ମିଶାଇ ପିଇଲେ ମୋଟାପଣ ସମସ୍ୟା ଦୂର ହୋଇଥାଏ।

ଲେମ୍ବୁ ଓ ମହୁ:

ଏହାସହ ପ୍ରତିଦିନ ସକାଳେ ଲେମ୍ବୁପାଣିରେ ମହୁ ମିିଶାଇ ପିଇଲେ ମଧ୍ୟ ମୋଟାପଣ କମ୍‌ ହୋଇଥାଏ।

ମହୁ ଓ ଜିରା:
ଆୟୁର୍ବେଦ ଶାସ୍ତ୍ର ଅନୁଯାୟୀ ରାତିରେ ଏକ ଗ୍ଲାସ ପାଣିରେ ଏକ ଚାମଚ ଜିରା ମିଶାଇ ଦିଅନ୍ତୁ। ସକାଳୁ ସେହି ପାଣିକୁ ଫୁଟାଇବା ପରେ ଛାଣି ଦିଅନ୍ତୁ। ସେଥିରେ ଏକ ଚାମଚ ମହୁ ପକାଇ ଖାଲି ପେଟରେ ପିଅନ୍ତୁ। ଫଳରେ ମୋଟାପଣ ସମସ୍ୟା ତୁରନ୍ତ ଦୂର ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri